ଭୁବନେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ଆପୋଲୋ ହସ୍‌ପିଟାଲ୍‌ର ମହିଳା କର୍ମଚାରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣ ଭୁବନେଶ୍ୱରର ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ଦୁଇ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ହେଉଛନ୍ତି ମହିଳା। ତାଙ୍କୁ ୪୬ ବର୍ଷ ହୋଇଛି। ସେ ଗାଡ଼କଣା ଅଞ୍ଚଳର ଓ ଆପୋଲୋ ହସ୍‌ପିଟାଲ୍‌ର କର୍ମଚାରୀ। ଅନ୍ୟ ଜଣେ ଆକ୍ରାନ୍ତ ହେଉଛନ୍ତି ନୟାପଲ୍ଲୀ ଅଞ୍ଚଳର। ସେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିଲେ। […]

bbsr

bbsr

Jitendra Garnayak
  • Published: Friday, 12 June 2020
  • Updated: 12 June 2020, 01:48 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣ ଭୁବନେଶ୍ୱରର ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ଦୁଇ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ହେଉଛନ୍ତି ମହିଳା। ତାଙ୍କୁ ୪୬ ବର୍ଷ ହୋଇଛି। ସେ ଗାଡ଼କଣା ଅଞ୍ଚଳର ଓ ଆପୋଲୋ ହସ୍‌ପିଟାଲ୍‌ର କର୍ମଚାରୀ। ଅନ୍ୟ ଜଣେ ଆକ୍ରାନ୍ତ ହେଉଛନ୍ତି ନୟାପଲ୍ଲୀ ଅଞ୍ଚଳର। ସେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିଲେ। ଏହି ୩୦ ବର୍ଷୀୟ ଯୁବକଙ୍କ ପରିବାରର ଜଣେ ସଦସ୍ୟଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା।

ଏହା ସହିତ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୫୯ ଜଣ ସୁସ୍ଥ ହୋଇସାରିଥିବା ବେଳେ ୪୦ ଜଣ ଚିକିତ୍ସାଧୀନ ଅଛନ୍ତି। ୩ ଜଣଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ବୁଧବାର ଓ ଗୁରୁବାର (୧୦ ଓ ୧୧ ତାରିଖ) ଦିନ ଆପୋଲ ହସ୍‌ପିଟାଲ୍‌ରୁ ଯଥାକ୍ରମେ ୩୮ ଓ ୨୫ ବର୍ଷୀୟ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯୮ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ଏହି ସଂଖ୍ୟା ୩୧୫ରେ ପହଞ୍ଚିଛି। ଏହି ୩୧୫ ଜଣଙ୍କ ମଧ୍ୟରୁ ୧୮୬ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୧୨୩ ଜଣ ଚିକିତ୍ସାଧୀନ ଅଛନ୍ତି। ୪ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ୨ ଜଣଙ୍କ ମୃତ୍ୟୁ କରୋନା ଯୋଗୁ ହୋଇନାହିଁ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story