ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଆକ୍ରାନ୍ତ ଯାଜପୁର ଜିଲ୍ଲା ବରୀ ବ୍ଲକ୍ର ବୋଲି ଜଣାପଡ଼ିଛି। ଉଭୟେ ପୁରୁଷ। ଜଣଙ୍କ ବୟସ ୪୮ ଓ ଅନ୍ୟ ଜଣଙ୍କ ବୟସ ୫୫। ସେମାନେ ଦୁହେଁ କୋଲକାତାରୁ ଫେରିଥିଲେ। ସେମାନଙ୍କ ଶରୀରରେ କରୋନା ଲକ୍ଷଣ ନ ଥିବା ବେଳେ ସେମାନେ କ୍ୱାରେଣ୍ଟିନରେ ଥିଲେ। ଫଳରେ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖା ୪୭ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ରୁ ସୂଚନା ମିଳିଛି।
ଆଜି ସକାଳେ ଜିଲ୍ଲାରୁ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ୫ ଆକ୍ରାନ୍ତଙ୍କ ମଧ୍ୟରେ ୩ ପୁରୁଷ, ୨ ମହିଳା ଥିଲେ। ସେମାନଙ୍କର ମଧ୍ୟ କୌଣସି ଲକ୍ଷଣ ନଥିଲା। ହେଲେ କ୍ୱାରେଣ୍ଟାଇନ୍ରେ ଥିଲେ।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୬କୁ ବୃଦ୍ଧି ପାଇଛି। ଏବେ ରାଜ୍ୟରେ ଆକ୍ଟିଭ୍ କେସ୍ ୧୦୦ ଥିବା ବେଳେ ସୁସ୍ଥ ହୋଇ ଡିସଚାର୍ଜ ହୋଇଛନ୍ତି ୫୫ ଓ ଜଣଙ୍କର ମୃତ୍ୟୁ ଘଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...