ଓଡ଼ିଶାରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ; ସଂଖ୍ୟା ୪୪ ଛୁଇଁଲା

ଭୁବନେଶ୍ୱର ( ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଦୁଇ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜଣେ କରୋନା ଆକ୍ରାନ୍ତଙ୍କ ଘର ଢେଙ୍କାନାଳ ଜିଲ୍ଲାର ହୋଇଥିବା ଅନ୍ୟ ଜଣଙ୍କ ଘର ପଶ୍ଚିମବଙ୍ଗ ମେଦିନିପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ତେବେ ଢେଙ୍କାନାଳର ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଜଣଙ୍କ ମହିଳା ବୋଲି ଜଣାପଡ଼ିଛି। ତାଙ୍କ ବୟସ ୫୧। 2 new COVID-19 POSITIVE cases confirmed so far today. 1 Dhenkanal town case, female 51 […]

Covid-19-1-1

Covid-19-1-1

Tapaswini Nayak
  • Published: Thursday, 09 April 2020
  • Updated: 09 April 2020, 01:19 PM IST

Sports

Latest News

ଭୁବନେଶ୍ୱର ( ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଦୁଇ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜଣେ କରୋନା ଆକ୍ରାନ୍ତଙ୍କ ଘର ଢେଙ୍କାନାଳ ଜିଲ୍ଲାର ହୋଇଥିବା ଅନ୍ୟ ଜଣଙ୍କ ଘର ପଶ୍ଚିମବଙ୍ଗ ମେଦିନିପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ତେବେ ଢେଙ୍କାନାଳର ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଜଣଙ୍କ ମହିଳା ବୋଲି ଜଣାପଡ଼ିଛି। ତାଙ୍କ ବୟସ ୫୧।

ସେହିପରି ମେଦିନିପୁର ଅଞ୍ଚଳର ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଜଣଙ୍କ ଭୁବନେଶ୍ୱର ଘରୋଇ କ୍ଲିନିକରେ ଚିକିତ୍ସାଧୀନ ଥିଲେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମ୍ପୃକ୍ତ ଆକ୍ରାନ୍ତଙ୍କ ସଂସ୍ପର୍ଶରେ କିଏ କିଏ ଆସିଛନ୍ତି ସେନେଇ ତନାଘନା ଛାଲିଛି ।

ତେବେ ଆଜିର କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଏଯାଏଁ ୪୪ ଛୁଇଁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story