ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨ ଜଣ କରୋନା ପଜିଟିଭ ଚିହ୍ନଟ। ଏହି ରୋଗୀ ୨ ଜଣ ବାଲେଶ୍ୱର ଜିଲ୍ଲାର ବୋଲି ସୂଚନା ମିଳିଛି। ଏମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ୫୫ ବର୍ଷୀୟ ମହିଳା ଓ ଅନ୍ୟ ଜଣେ ୩୬ ବର୍ଷୀୟ ଯୁବକ। ଏନେଇ ରାଜ୍ୟ କରୋନା ୱେବସାଇଟ୍ରେ ତଥ୍ୟ ପ୍ରକାଶ ପାଇଛି। ଏବେ ଏହି ଦୁଇ ଜଣଙ୍କୁ ମିଶାଇ ବାଲେଶ୍ୱରର କୋଭିଡ୍ କେଶ ୧୦ରେ ପହଞ୍ଚିଛି।
ତେବେ ସମଗ୍ର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। ସେପଟେ ଆଜି ଯାଜପୁରରେ ନୂଆ ୪ ଜଣ ରୋଗୀ ଚିହ୍ନଟ ହୋଇଛି। ଆଜି ଦିନକରେ ମୋଟ ୬ ଜଣ ନୂଆ କୋଭିଡ୍ ରୋଗୀ ଚିହ୍ନଟ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।