ପୁଣି ୨ ଜଣ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୪୩୯

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମଙ୍ଗଳବାର ରାଜ୍ୟରେ ପୁଣି ୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କେନ୍ଦୁଝର ଜିଲ୍ଲାରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଛନ୍ତି। ହାଟଡିହି ବ୍ଲକ ଢେଙ୍କା ଗ୍ରାମ ପଞ୍ଚାୟତ ଓ ଧନୁର୍ଜୟପୁର ଗ୍ରାମ ପଞ୍ଚାୟତରେ ଜଣେ ଲେଖାଏ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଉଭୟ ଆକ୍ରାନ୍ତ ସୁରତରୁ ଫେରି କ୍ୱାରେଣ୍ଟାଇନ୍‌ରେ ଥିଲେ। ସେମାନଙ୍କ ମଧ୍ୟରୁ ଜଣକର ଲକ୍ଷଣ ନଥିବା କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେ କହିଛନ୍ତି। ତେବେ ଏଯାଏ ରାଜ୍ୟ ସ୍ୱାସ୍ଥ୍ୟ ଓ […]

corona

corona

Tapas Behera
  • Published: Tuesday, 12 May 2020
  • Updated: 13 May 2020, 12:20 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମଙ୍ଗଳବାର ରାଜ୍ୟରେ ପୁଣି ୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କେନ୍ଦୁଝର ଜିଲ୍ଲାରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଛନ୍ତି। ହାଟଡିହି ବ୍ଲକ ଢେଙ୍କା ଗ୍ରାମ ପଞ୍ଚାୟତ ଓ ଧନୁର୍ଜୟପୁର ଗ୍ରାମ ପଞ୍ଚାୟତରେ ଜଣେ ଲେଖାଏ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଉଭୟ ଆକ୍ରାନ୍ତ ସୁରତରୁ ଫେରି କ୍ୱାରେଣ୍ଟାଇନ୍‌ରେ ଥିଲେ। ସେମାନଙ୍କ ମଧ୍ୟରୁ ଜଣକର ଲକ୍ଷଣ ନଥିବା କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେ କହିଛନ୍ତି।

ତେବେ ଏଯାଏ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ତଥ୍ୟ ନେଇ କୌଣସି ଟ୍ୱିଟ୍‌ ଆସିନି। ଏପରିକି ସ୍ୱାସ୍ଥ୍ୟ ବିଭାଗର ୱେବସାଇଟ୍‌ରେ ବି ନୂଆ ତଥ୍ୟ ଦିଆଯାଇନି।
https://www.facebook.com/otvnews/videos/566744290913766/

ରାଜ୍ୟରେ ଶେଷ ଖବର ସୁଦ୍ଧା ସୁଦ୍ଧା ୪୩୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। କେନ୍ଦୁଝର ଆକ୍ରାନ୍ତଙ୍କ କଥା ବିଚାରକୁ ନେଲେ ଏବେ ୩୨୦ ଜଣ ବିଭିନ୍ନ କୋଭିଡ୍‌ ମେଡିକାଲ୍‌ରେ ଚିକିତ୍ସିତ ହେଉଛନ୍ତି।

ମଙ୍ଗଳବାର ଆଉ ୩୧ ଜଣ କରୋନା ଆକ୍ରାନ୍ତ  ଆଜି ସୁସ୍ଥ ହୋଇଛନ୍ତି। ଏମାନେ ସମସ୍ତେ ଯାଜପୁର ଜିଲ୍ଲାର। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରାଯାଇଛି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୧୧୬ରେ ପହଞ୍ଚିଛି। ଯାଜପୁରରେ ଏବେବି ୩୧ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ଏମାନେ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ସେହିପରି ଆଜି ବାଲେଶ୍ୱରରୁ ୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଓ ଯାଜପୁର ଜିଲ୍ଲାରୁ ୩ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେହିପରି ପୁରୀ ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସନ୍ଧ୍ୟାରେ କେନ୍ଦୁଝରରେ ଆଉ ୨ ପଜିଟିଭ ଚିହ୍ନଟ ହେବା ପରେ ଦିନକରେ ୨୫ ଜଣ ପଜିଟିଭ ବାହାରିଲେଣି। ଏହାକୁ ମିଶାଇ ରାଜ୍ୟରେ ସଂକ୍ରମିତଙ୍କ ୪୩୯ରେ ପହଞ୍ଚିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story