ଓଡ଼ିଶା ହାଇକୋର୍ଟରେ ୨ ନୂଆ ବିଚାରପତି ନିଯୁକ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟରେ ୨ଜଣ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିଛି । ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ମୋଟ ବିଚାରପତିଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇବ । ଆଜି ଏନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ସୂଚନା ଅନୁସାରେ ୨ଜଣ ବିଚାର ବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଞ୍ଜନ ଦାଶଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି […]

new-judge

new-judge

Jitendra Garnayak
  • Published: Friday, 12 August 2022
  • Updated: 12 August 2022, 09:22 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟରେ ୨ଜଣ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିଛି । ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ମୋଟ ବିଚାରପତିଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇବ । ଆଜି ଏନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।

ସୂଚନା ଅନୁସାରେ ୨ଜଣ ବିଚାର ବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଞ୍ଜନ ଦାଶଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି । ଏହି ଦୁଇ ବିଚାରପତି ଯେଉଁଦିନଠୁ ଦାୟିତ୍ୱ ଗ୍ରହଣ କରିବେ ସେହିଦିନଠୁ ସେମାନଙ୍କର ବରିଷ୍ଠତା ବିଚାରକୁ ନିଆଯିବ ।

ସୂଚନାଯୋଗ୍ୟ, ଏବେ ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କୁ ମିଶାଇ ମୋଟ ୨୨ଜଣ ବିଚାରପତି ଅଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story