ଦୁଇ ଜଣଙ୍କୁ ପିଟି ଦେଇ ଚାଲିଗଲା ଟ୍ରକ୍‌

ଭଞ୍ଜନଗର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ମଳିଙ୍ଗି ରାସ୍ତାରେ ଟ୍ରକ୍‌ ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଚଢ଼ିଅଲ୍ଲୀ ଗାଁର ରାମ ଗୌଡ଼ ଓ କୃଷ୍ଣ ନାୟକ। ଉଭୟ ବାଇକରେ ଯାଉଥିବା ବେଳେ ଏକ ଟ୍ରକ୍‌ ସେମାନଙ୍କୁ ପଛପଟୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଥିଲା। ତେବେ ଏହା ଦୁର୍ଘଟଣା ନୁହେଁ ବରଂ ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ମୃତ ରାମଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏନେଇ ସେମାନେ […]

accident,,,,,,,,,,,,,,,,,,,,,

accident,,,,,,,,,,,,,,,,,,,,,

Tapaswini Nayak
  • Published: Friday, 12 July 2019
  • Updated: 12 July 2019, 11:22 AM IST

Sports

Latest News

ଭଞ୍ଜନଗର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ମଳିଙ୍ଗି ରାସ୍ତାରେ ଟ୍ରକ୍‌ ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଚଢ଼ିଅଲ୍ଲୀ ଗାଁର ରାମ ଗୌଡ଼ ଓ କୃଷ୍ଣ ନାୟକ।

ଉଭୟ ବାଇକରେ ଯାଉଥିବା ବେଳେ ଏକ ଟ୍ରକ୍‌ ସେମାନଙ୍କୁ ପଛପଟୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଥିଲା। ତେବେ ଏହା ଦୁର୍ଘଟଣା ନୁହେଁ ବରଂ ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ମୃତ ରାମଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏନେଇ ସେମାନେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ସୂଚନା ଅନୁଯାୟୀ,  ରାମ ଗୌଡ଼ ଓ ଟୁକୁ ପାଢ଼ୀ ମିଶିକି ବ୍ୟବସାୟ କରୁଥିଲେ। ତେବେ ସେମାନଙ୍କ ମଧ୍ୟରେ ବିବାଦ ଦେଖା ଦେଇଥିଲା।  ଦୀର୍ଘଦିନ ଧରି ସେମାନଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା। ଗତକାଲି ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏହି ବଚସା ପରେ ରାମଙ୍କ ଘର ଉପରକୁ ବୋମାମାଡ଼ କରାଯାଇଥିଲା।  ଏନେଇ ଗତକାଲି ସନ୍ଧ୍ୟାରେ ରାମ ଥାନାକୁ ଅଭିଯୋଗ କରିବା ପାଇଁ ଯାଉଥିଲେ। ରାସ୍ତାରେ କୃଷ୍ଣ ନାୟକଙ୍କୁ ସେ ଲିଫ୍ଟ ଦେଇଥିଲେ। ଏହି ସମୟରେ ତାଙ୍କୁ ଯୋଜନା ବଦ୍ଧ ଭାବେ ଟ୍ରକ୍‌ ଚପାଇ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ଡ୍ରାଇଭର ଟୁକୁ ପାଢ଼ୀଙ୍କ ଭଣଜା ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story