ବ୍ରିଜ୍ ଭୁଶୁଡ଼ି ୨ ମୃତ

ବଲାଙ୍ଗିର (ମନୋରଞ୍ଜନ ଯୋଶୀ): ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ରେ ସୁକତେଲ ନଦୀ ଉପରେ ଥିବା ବ୍ରିଜ୍ ଆଜି ମରାମତି ବେଳେ ଭୁଶୁଡ଼ି ପଡ଼ିଛି। ଏଥିଯୋଗୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ଭଙ୍ଗା ବ୍ରିଜ୍‌ ଆଉ କିଛି ଶ୍ରମିକ ଫସି ରହିଥିବା ଆଶଙ୍କା କରାଯାଉଛି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, ପାଟଣାଗଡ଼ ବ୍ଲକର ତମିଆଁରୁ ମୁଦଲସରକୁ ସଂଯୋଗ କରୁଥିବା ୧୮୨ ମିଟର ଦୀର୍ଘ ବିଶିଷ୍ଟ ଏହି ବ୍ରିଜ୍‌ର ଭିତ୍ତିପ୍ରସ୍ତର ସ୍ଥାପନ  ୨୦୧୪ ମସିହା ଜାନୁଆରୀ […]

bridge-1

bridge-1

Niharika Rout
  • Published: Wednesday, 29 April 2020
  • Updated: 29 April 2020, 01:33 PM IST

Sports

Latest News

ବଲାଙ୍ଗିର (ମନୋରଞ୍ଜନ ଯୋଶୀ): ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ରେ ସୁକତେଲ ନଦୀ ଉପରେ ଥିବା ବ୍ରିଜ୍ ଆଜି ମରାମତି ବେଳେ ଭୁଶୁଡ଼ି ପଡ଼ିଛି। ଏଥିଯୋଗୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ଭଙ୍ଗା ବ୍ରିଜ୍‌ ଆଉ କିଛି ଶ୍ରମିକ ଫସି ରହିଥିବା ଆଶଙ୍କା କରାଯାଉଛି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ, ପାଟଣାଗଡ଼ ବ୍ଲକର ତମିଆଁରୁ ମୁଦଲସରକୁ ସଂଯୋଗ କରୁଥିବା ୧୮୨ ମିଟର ଦୀର୍ଘ ବିଶିଷ୍ଟ ଏହି ବ୍ରିଜ୍‌ର ଭିତ୍ତିପ୍ରସ୍ତର ସ୍ଥାପନ  ୨୦୧୪ ମସିହା ଜାନୁଆରୀ ମାସରେ ହୋଇଥିଲା। ମାତ୍ର ୧ ବର୍ଷ ୪ ମାସ ମଧ୍ୟରେ ଏହି ବ୍ରିଜ୍‌ର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲା। ଏଥିନିମନ୍ତେ ୭ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା।  ଧାର୍ଯ୍ୟ ସମୟ ପୂର୍ବରୁ ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଶେଷ ଏବଂ ଏହାର ଗୁଣବତ୍ତା ଯୋଗୁ ଠିକା ସଂସ୍ଥାକୁ ପୁରସ୍କୃତ କରାଯାଇଥିଲା।

ଦବି ଯାଇଥିବା ଗୋଟିଏ ପିଲରର ମରାମତି କାମ ଆଜି ଚାଲିଥିବା ବେଳେ ବ୍ରିଜଟି ଭୁଶୁଡ଼ି ପଡ଼ିଥିଲା। ଏଥିଯୋଗୁ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଠିକା ସଂସ୍ଥା ତଥା ଅଧିକାରୀମାନଙ୍କ ଦେଖାନାହିଁ। ପୁଲିସ୍‌ ଓ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ବ୍ରିଜ୍‌ଟି ଭୁଶୁଡ଼ି ପଡ଼ିବାରୁ ଏହି ରାସ୍ତାରେ ଯାନବାହନ ଚଳାଚଳ ବନ୍ଦ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story