ଜେସିବିରେ ପଶିଗଲା ଅଜଗର

ବ୍ରହ୍ମପୁର (ଅଶୋକ ବ୍ରହ୍ମା): ବ୍ରହ୍ମପୁର ସହର ଉପକଣ୍ଠ ପଲ୍ଲୀଗୁମୁଲା ଗାଁ ନୂଆବନ୍ଧ ନିକଟରୁ ଦୁଇଟି ଅଜଗର ସାପକୁ ଉଦ୍ଧାର କରାଯାଇଛି। ନୂଆବନ୍ଧର ସୋନ୍ଦର୍ଯ୍ୟକରଣ କାର୍ଯ୍ୟ ଚାଲିଥିବା ବେଳେ ଜେସିବି ଦ୍ୱାରା ପାଣି ବାହାର କରିବାକୁ ନାଳ ଖୋଲା ଯାଉଥିଲା। ନାଳ ଖୋଲିବା ସମୟରେ ଗୋଟିଏ ବଡ଼ ପାଇପ ମଧ୍ୟରୁ ଦୁଇଟି ଅଜଗର ସାପ ବାହାରକୁ ଆସିଥିଲେ। ଗୋଟିଏ ୭ ଫୁଟର ଅଜଗରକୁ ଜେସିବି ଚାଳକ କୌଶଳ କ୍ରମେ ବକେଟ୍‌ରେ ଚାପି ରଖି ଦେଇଥିଲେ। କିନ୍ତୁ ଅନ୍ୟଟି ଜେସିବିର […]

python

python

Jitendra Garnayak
  • Published: Monday, 18 January 2021
  • Updated: 18 January 2021, 12:09 PM IST

Sports

Latest News

ବ୍ରହ୍ମପୁର (ଅଶୋକ ବ୍ରହ୍ମା): ବ୍ରହ୍ମପୁର ସହର ଉପକଣ୍ଠ ପଲ୍ଲୀଗୁମୁଲା ଗାଁ ନୂଆବନ୍ଧ ନିକଟରୁ ଦୁଇଟି ଅଜଗର ସାପକୁ ଉଦ୍ଧାର କରାଯାଇଛି। ନୂଆବନ୍ଧର ସୋନ୍ଦର୍ଯ୍ୟକରଣ କାର୍ଯ୍ୟ ଚାଲିଥିବା ବେଳେ ଜେସିବି ଦ୍ୱାରା ପାଣି ବାହାର କରିବାକୁ ନାଳ ଖୋଲା ଯାଉଥିଲା। ନାଳ ଖୋଲିବା ସମୟରେ ଗୋଟିଏ ବଡ଼ ପାଇପ ମଧ୍ୟରୁ ଦୁଇଟି ଅଜଗର ସାପ ବାହାରକୁ ଆସିଥିଲେ। ଗୋଟିଏ ୭ ଫୁଟର ଅଜଗରକୁ ଜେସିବି ଚାଳକ କୌଶଳ କ୍ରମେ ବକେଟ୍‌ରେ ଚାପି ରଖି ଦେଇଥିଲେ। କିନ୍ତୁ ଅନ୍ୟଟି ଜେସିବିର ଇଞ୍ଜିନରେ ପଶି ଯାଇଥିଲା।
ଏହା ପରେ ସ୍ନେକ ହେଲ୍ପ ଲାଇନ୍‌କୁ କଲ୍ କରାଯାଇଥିଲା। ସ୍ନେକ ହେଲ୍ପ ଲାଇନ ସଦସ୍ୟ ସ୍ୱାଧୀନ କୁମାର ସାହୁ ଓ ତାଙ୍କ ସହଯୋଗୀ ଶ୍ରୀକାନ୍ତ ନାହାକ ଏବଂ ସନ୍ଦୀପ ସେଠୀଙ୍କ ସହ ପହଞ୍ଚି ପ୍ରଥମେ ସାତ ଫୁଟର ଅଜଗର ସାପଟିକୁ ଉଦ୍ଧାର କରିଥିଲେ। ଏହାପରେ ଇଞ୍ଜିନ୍‌ରେ ପଶିଯାଇଥିବା ପ୍ରାୟ ୧୧ ଫୁଟ୍ ଲମ୍ବର ଅଜଗରଟିକୁ ଉଦ୍ଧାର କରିଥିଲା। ସେଥିପାଇଁ ସେମାନଙ୍କୁ ପ୍ରାୟ ତିନି ଘଣ୍ଟା ଲାଗିଥିଲା। ପରେ ସାପ ଦୁଇଟିକୁ ଜଙ୍ଗଲରେ ଛାଡ଼ି ଦିଆଯାଇଥିଲା।
https://youtu.be/Z2BfT1aW-9k

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story