କୋଚିଂ ସେଣ୍ଟର ଯାଇ ଆଉ ଫେରିଲେନି ୨ ନାବାଳକ

ଜଗତସିଂହପୁର(ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ତୁଳଙ୍ଗ ଗ୍ରାମରେ ଅଘଟଣ । ପୋଖରୀରେ ବୁଡି ୨ ନାବାଳକ ମୃତ । ମୃତକ ହେଲେ ତୁଳଙ୍ଗ ଗ୍ରାମର ଆୟୁଷ ବିଶ୍ୱାଳ ଏବଂ ପ୍ରତ୍ୟୁଷ ବିଶ୍ୱାଳ । ସୂଚନା ଅନୁସାରେ ଉଭୟ ଆଜି ସକାଳେ ସାଇକେଲରେ କୋଚିଂ ସେଣ୍ଟର ଯାଇଥିଲେ । ତେବେ ମଧ୍ୟାହ୍ନ ସମୟରେ ନିକଟସ୍ଥ ଖୁନ୍ଦଳ ଗ୍ରାମର ପୋଖରୀରେ ଦୁଇ ନାବାଳକ ବୁଡି ଯାଇଥିବା ଖବର ପାଇ ପରିବାର ଓ ଗ୍ରାମବାସୀ ସେଠାରେ ପହଞ୍ଚିଥିଲେ […]

drown

drown

Tapas Behera
  • Published: Saturday, 15 August 2020
  • Updated: 15 August 2020, 04:39 PM IST

ଜଗତସିଂହପୁର(ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ତୁଳଙ୍ଗ ଗ୍ରାମରେ ଅଘଟଣ । ପୋଖରୀରେ ବୁଡି ୨ ନାବାଳକ ମୃତ । ମୃତକ ହେଲେ ତୁଳଙ୍ଗ ଗ୍ରାମର ଆୟୁଷ ବିଶ୍ୱାଳ ଏବଂ ପ୍ରତ୍ୟୁଷ ବିଶ୍ୱାଳ ।

ସୂଚନା ଅନୁସାରେ ଉଭୟ ଆଜି ସକାଳେ ସାଇକେଲରେ କୋଚିଂ ସେଣ୍ଟର ଯାଇଥିଲେ । ତେବେ ମଧ୍ୟାହ୍ନ ସମୟରେ ନିକଟସ୍ଥ ଖୁନ୍ଦଳ ଗ୍ରାମର ପୋଖରୀରେ ଦୁଇ ନାବାଳକ ବୁଡି ଯାଇଥିବା ଖବର ପାଇ ପରିବାର ଓ ଗ୍ରାମବାସୀ ସେଠାରେ ପହଞ୍ଚିଥିଲେ । ଉଭୟଙ୍କୁ ପୋଖରୀରୁ ଉଦ୍ଧାର କରି ପ୍ରଥମେ ଏରସମା ମେଡିକାଲ ନିଆଯାଇଥିଲା । ପରେ ସେମାନଙ୍କୁ ଜଗତସିଂହପୁର ମେଡିକାଲକୁ ଅଣା ଯାଇଥିଲା । ସେଠାରେ ଡାକ୍ତର ଉଭୟ ଙ୍କୁ ମୃତ ଘୋଷଣା କରିଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story