ଜଳିଗଲା ବହି ଓ ଲୁଗା ଦୋକାନ

ପାରାଦୀପ (ରମାକାନ୍ତ ନାୟକ): ପାରାଦୀପ ବଡ଼ପଡ଼ିଆ ମାର୍କେଟରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଦୁଇଟି ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି। ଏଥି ମଧ୍ୟରୁ ଗୋଟିଏ ବହି ଦୋକାନ ହୋଇଥିବା ବେଳେ ଅନ୍ୟଟି ଲୁଗା ଦୋକାନ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଜିନିଷ ପୋଡ଼ି ଯାଇଛି। ସର୍ଟ ସର୍କିଟ ଯୋଗୁ ନିଆଁ ଲାଗି ଯାଇଥିବା ଅନୁମାନ କରାଯାଉଛି।

fireo

fireo

Tapaswini Nayak
  • Published: Wednesday, 25 March 2020
  • Updated: 25 March 2020, 10:16 AM IST

Sports

Latest News

ପାରାଦୀପ (ରମାକାନ୍ତ ନାୟକ): ପାରାଦୀପ ବଡ଼ପଡ଼ିଆ ମାର୍କେଟରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଦୁଇଟି ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି। ଏଥି ମଧ୍ୟରୁ ଗୋଟିଏ ବହି ଦୋକାନ ହୋଇଥିବା ବେଳେ ଅନ୍ୟଟି ଲୁଗା ଦୋକାନ।

ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଜିନିଷ ପୋଡ଼ି ଯାଇଛି। ସର୍ଟ ସର୍କିଟ ଯୋଗୁ ନିଆଁ ଲାଗି ଯାଇଥିବା ଅନୁମାନ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story