ସାପ କାମୁଡ଼ାରେ ଦୁଇ ଭଉଣୀଙ୍କ ମୃତ୍ୟୁ

ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ବେଣ୍ଟପୁର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ସାପ କାମୁଡ଼ାରେ ଗାଁର ସୁମନ୍ତ ସାହୁଙ୍କ ଦୁଇ ଝିଅଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ରୋଜାଲିନ୍‌ ଓ ସୁଜାତା। ରୋଜାଲିନ୍‌ଙ୍କୁ ୧୩ ବର୍ଷ ହୋଇଥିଲା। ସେହିପରି ସୁଜାତାଙ୍କୁ ୧୧ ବର୍ଷ ହୋଇଥିଲା। ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ ୨ଟା ବେଳେ ସୁଜାତା ଓ ରୋଜାଲିନ୍‌ ଘରେ ଶୋଇଥିବା ବେଳେ ସେମାନଙ୍କୁ ସାପ କାମୁଡ଼ି ଦେଇଥିଲା। ରୋଜାଲିନ୍‌ଙ୍କ ବେକରେ […]

deadbody

deadbody

Jyoshna Pradhan
  • Published: Monday, 23 September 2019
  • Updated: 23 September 2019, 12:27 PM IST

ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ବେଣ୍ଟପୁର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ସାପ କାମୁଡ଼ାରେ ଗାଁର ସୁମନ୍ତ ସାହୁଙ୍କ ଦୁଇ ଝିଅଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ରୋଜାଲିନ୍‌ ଓ ସୁଜାତା। ରୋଜାଲିନ୍‌ଙ୍କୁ ୧୩ ବର୍ଷ ହୋଇଥିଲା। ସେହିପରି ସୁଜାତାଙ୍କୁ ୧୧ ବର୍ଷ ହୋଇଥିଲା।

ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ ୨ଟା ବେଳେ ସୁଜାତା ଓ ରୋଜାଲିନ୍‌ ଘରେ ଶୋଇଥିବା ବେଳେ ସେମାନଙ୍କୁ ସାପ କାମୁଡ଼ି ଦେଇଥିଲା। ରୋଜାଲିନ୍‌ଙ୍କ ବେକରେ ଓ ସୁଜାତାଙ୍କ ଡାହାଣ ହାତରେ ସାପ କାମୁଡ଼ି ଥିଲା। ତାହା ଏକ ଚିତି ସାପ ଥିଲା ବୋଲି ପରିବାର ଲୋକେ କହିଛନ୍ତି। ଉଭୟଙ୍କୁ କଟକ ନିଆଯାଉଥିବା ବେଳେ ବାଟରେ ସେମାନଙ୍କ ମୃତ୍ୟୁ ଘଟିଥିଲା। ଏହା ପରେ ମୃତଦେହଗୁଡ଼ିକୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ବ୍ୟବଚ୍ଛେଦ ପରେ ଶବଗୁଡ଼ିକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story