ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ

ଭଦ୍ରକ(ଓଡ଼ିଶା ରିପୋର୍ଟର): ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବିଦେଇପୁର ପଞ୍ଚାୟତ ଗଦି ଗାଁରେ  ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ପ୍ରଶାନ୍ତ ମଲ୍ଲିକଙ୍କ ଝିଅ ପିଙ୍କି ମଲ୍ଲିକ (୧୦) ଓ ପାପୁନୀ ମଲ୍ଲିକ (୧୨)। ସ୍କୁଲରୁ ଫେରି ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ ପିଙ୍କିଙ୍କ ଗୋଡ଼ ଖସି ଯାଇଥିଲା। ତାଙ୍କୁ ଉଦ୍ଧାର କରିବାକୁ ଯାଇ ବଡ଼ ଭଉଣୀ ପାପୁନୀଙ୍କ ମଧ୍ୟ ବୁଡ଼ି ଯାଇଥିଲେ। ଗ୍ରାମବାସୀ ଉଭୟଙ୍କୁ ଉଦ୍ଧାର କରି ବାସୁଦେବପୁର ମେଡିକାଲକୁ ନେଇଥିଲେ […]

Bramhincopy

Rakesh Mallick
  • Published: Monday, 09 April 2018
  • , Updated: 09 April 2018, 02:56 PM IST

ଭଦ୍ରକ(ଓଡ଼ିଶା ରିପୋର୍ଟର): ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବିଦେଇପୁର ପଞ୍ଚାୟତ ଗଦି ଗାଁରେ  ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ପ୍ରଶାନ୍ତ ମଲ୍ଲିକଙ୍କ ଝିଅ ପିଙ୍କି ମଲ୍ଲିକ (୧୦) ଓ ପାପୁନୀ ମଲ୍ଲିକ (୧୨)। ସ୍କୁଲରୁ ଫେରି ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ ପିଙ୍କିଙ୍କ ଗୋଡ଼ ଖସି ଯାଇଥିଲା। ତାଙ୍କୁ ଉଦ୍ଧାର କରିବାକୁ ଯାଇ ବଡ଼ ଭଉଣୀ ପାପୁନୀଙ୍କ ମଧ୍ୟ ବୁଡ଼ି ଯାଇଥିଲେ। ଗ୍ରାମବାସୀ ଉଭୟଙ୍କୁ ଉଦ୍ଧାର କରି ବାସୁଦେବପୁର ମେଡିକାଲକୁ ନେଇଥିଲେ । ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

Related story