ଖେଳୁ ଖେଳୁ ଜଳିଗଲେ ୨ ଭଉଣୀ

ଉମରକୋଟ(କାର୍ତ୍ତିକ ମଲ୍ଲିକ): ମକା କିଆରିରେ ଥିବା କୁଡିଆରେ ଖେଳୁଥିବା ବେଳେ ହଠାତ୍‌ ନିଆଁ ଲାଗିଯିବାରୁ ଜୀବନ୍ତ ଦଗ୍ଧ ହୋଇଗଲେ ୨ ଭଉଣୀ । ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ୍‌ ଅନ୍ତର୍ଗତ ମଇନାପଦର ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଏଲିନା ସାନ୍ତା(୩) ଓ ସୁଜାତା ସାନ୍ତା(୪)। ସୌଭାଗ୍ୟବଶତଃ ଅନ୍ୟ ଜଣେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତାଙ୍କ ନାଁ ଅର୍ଚ୍ଚିତା ସାନ୍ତା। ସୂଚନା ଅନୁସାରେ, ମଇନାପଦର ଗାଁର କାମସାହିରେ ଗତକାଲି ଅପରାହ୍ଣରେ ଏହି ଦୁଃଖଦ ଘଟଣା […]

umarakota-2-1

umarakota-2-1

Niharika Rout
  • Published: Monday, 23 December 2019
  • Updated: 23 December 2019, 08:29 AM IST

Sports

Latest News

ଉମରକୋଟ(କାର୍ତ୍ତିକ ମଲ୍ଲିକ): ମକା କିଆରିରେ ଥିବା କୁଡିଆରେ ଖେଳୁଥିବା ବେଳେ ହଠାତ୍‌ ନିଆଁ ଲାଗିଯିବାରୁ ଜୀବନ୍ତ ଦଗ୍ଧ ହୋଇଗଲେ ୨ ଭଉଣୀ । ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ୍‌ ଅନ୍ତର୍ଗତ ମଇନାପଦର ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଏଲିନା ସାନ୍ତା(୩) ଓ ସୁଜାତା ସାନ୍ତା(୪)। ସୌଭାଗ୍ୟବଶତଃ ଅନ୍ୟ ଜଣେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତାଙ୍କ ନାଁ ଅର୍ଚ୍ଚିତା ସାନ୍ତା।

ସୂଚନା ଅନୁସାରେ, ମଇନାପଦର ଗାଁର କାମସାହିରେ ଗତକାଲି ଅପରାହ୍ଣରେ ଏହି ଦୁଃଖଦ ଘଟଣା ଘଟିଛି। ମକା କିଆରିରେ ଥିବା ଏକ କୁଡିଆରେ ଗୋଟିଏ ପରିବାରର ୩  ଭଉଣୀ ଖେଳୁଥିବା ବେଳେ କିଛି ଦୂରରେ ସେମାନଙ୍କ ବାପା ମା’ ଜମିରେ କାମ କରୁଥିଲେ। ଏହି ସମୟରେ କୌଣସି କାରଣରୁ ହଠାତ୍‌ କୁଡିଆରେ ନିଆଁ ଲାଗି ଯାଇଥିଲା। ନିଆଁ ଲାଗିଯିବା ଦେଖି କୁଡିଆ ଭିତରୁ ଅର୍ଚ୍ଚିତା ଦୌଡ଼ି ପଳାଇ ଆସି ନିଜ ଜୀବନ ବଞ୍ଚାଇବାରେ ସଫଳ ହୋଇଥିବାବେଳେ ଏଲିନା ଓ ସୁଜାତା ଜୀବନ୍ତ ଦଗ୍ଧ ହୋଇଯାଇଥିଲେ।

କୁଡିଆରେ କିଭଳି ନିଆଁ ଲାଗିଲା ତାହା ଜଣାପଡ଼ିନାହିଁ। ଘଟଣାସ୍ଥଳରେ ଝରିଗାଁ ପୁଲିସ୍‌ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷରେ ଏହି ଘଟଣା ପରେ ଗାଁରେ ଶୋକର ଛାୟା ଖେଳି ଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story