କଟକ (ଓଡ଼ିଶା ରିପୋର୍ଟର): ପଡ଼ିଆରେ ଖେଳୁଥିବା ବେଳେ ବଜ୍ରାଘାତରେ ଦୁଇ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। କଟକ ଜିଲ୍ଲା ଟାଙ୍ଗୀରେ ଘଟିଛି ଏହି ଦୁଃଖଦ ଘଟଣା।
ମୃତ ଛାତ୍ର ଦ୍ୱୟ ହେଲେ ଶିଶିର ଦିଗଲ ଓ ବିଭୂତି ନାୟକ। ଶିଶରଙ୍କ ଘର କନ୍ଧମାଳରେ ହୋଇଥିବା ବେଳେ ବିଭୂତି ନୟାଗଡ଼ର ବୋଲି ଜଣାପଡ଼ିଛି। ସେମାନେ ଟାଙ୍ଗୀରେ ଏକ ସ୍କିଲ୍ ଡେଭଲପ୍ମେଣ୍ଟ୍ ଟ୍ରେନିଂ ସେଣ୍ଟରରେ ପ୍ରଶିକ୍ଷଣ ନେଉଥିଲେ।
ଆଜି ଅପରାହ୍ଣରେ ଦୁହେଁ ଅନ୍ୟ ପିଲାମାନଙ୍କ ସହିତ ଖେଳୁଥିବା ବେଳେ ବଜ୍ରାଘାତରେ ପ୍ରାଣ ହରାଇଥିଲେ। ଦୁଇ ଜଣଙ୍କୁ କଟକ ବଡ଼ ଡାକ୍ତରଖାନା ଅଣାଯାଇଥିଲା। ତେବେ ଡାକ୍ତର ସେମାନଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।