ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଷ୍ଟ୍ରପତି ପୁରସ୍କାର ପାଇଲେ ଓଡ଼ିଶାର ୨ ଶିକ୍ଷକ। ଆଜି ଗୁରୁ ଦିବସ ଅବସରରେ ବସନ୍ତ କୁମାର ସାହୁ ଓ ତାପସ କୁମାର ମହାନ୍ତିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ମିଳିଛି। ବସନ୍ତ କୁମାର ସାହୁ ବୌଦ୍ଧ ଜିଲ୍ଲା ହରଭଙ୍ଗା ସରସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ବେଳେ ଖୋର୍ଦ୍ଧା ଦୃଷ୍ଟିବାଧିତ ଭୀମଭୋଇ ବିଦ୍ୟାଳୟର ଶିକ୍ଷକତା କରୁଛନ୍ତି ତାପସ କୁମାର ମହାନ୍ତି।
ଏହାସହ ଦେଶର ୪୭ ଜଣ ଶିକ୍ଷକଙ୍କୁ ଭିଡିଓ କନ୍ଫରେସିଂରେ ରାଷ୍ଟ୍ରପତି ରାମନାଥ କୋଭିନ୍ଦ ଜାତୀୟ ଶିକ୍ଷକ ସମ୍ମାନରେ ସମ୍ମାନୀତ କରିଛନ୍ତି। ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମସ୍ତ ଶିକ୍ଷକଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।