ଦୁଇ ଦଶମ ଶ୍ରେଣୀ ଛାତ୍ରୀଙ୍କ ଅସ୍ୱାଭାବିକ ମୃତ୍ୟୁ

ସୋର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଟେଣ୍ଟେଇ ଗାଁରେ ଦୁଇ ଜଣ ଦଶମ ଶ୍ରେଣୀ ଛାତ୍ରୀଙ୍କର ଅସ୍ୱାଭାବିକ ମୃତ୍ୟୁ ଘଟିଛି। ସେମାନେ ହେଲେ ବିରିପଡ଼ା ଗାଁର ପ୍ରିୟଙ୍କା ଦାସ ଓ ଟେଣ୍ଟେଇ ଗାଁର ଲକ୍ଷ୍ମୀପ୍ରିୟା ଦାସ।

ଗତକାଲି ପ୍ରିୟଙ୍କା ଲକ୍ଷ୍ମୀପ୍ରିୟାଙ୍କ ଘରକୁ ଯାଇଥିଲେ। ଆଜି ସକାଳେ ଉଭୟଙ୍କ ମୃତଦେହ ଉଦ୍ଧାର କରାଯାଇଛି। କେଉଁ କାରଣରୁ ସେମାନଙ୍କର ମୃତ୍ୟୁ ଘଟିଛି, ତାହା ସ୍ପଷ୍ଟ ହୋଇ ନାହିଁ।

ଉଭୟେ ବିଷ ପିଇ ଦେଇଥିବା ସନ୍ଦେହ କରାଯାଉଛି। ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ କରିବା ପାଇଁ ଡାକ୍ତରଖାନାକୁ ପଠାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସେମାନଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ।

Ordigital Desk
• Published: Saturday, 11 August 2018
• Updated: 11 August 2018, 09:53 AM IST

Sports

Latest News

ସୋର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଟେଣ୍ଟେଇ ଗାଁରେ ଦୁଇ ଜଣ ଦଶମ ଶ୍ରେଣୀ ଛାତ୍ରୀଙ୍କର ଅସ୍ୱାଭାବିକ ମୃତ୍ୟୁ ଘଟିଛି। ସେମାନେ ହେଲେ ବିରିପଡ଼ା ଗାଁର ପ୍ରିୟଙ୍କା ଦାସ ଓ ଟେଣ୍ଟେଇ ଗାଁର ଲକ୍ଷ୍ମୀପ୍ରିୟା ଦାସ।

ଗତକାଲି ପ୍ରିୟଙ୍କା ଲକ୍ଷ୍ମୀପ୍ରିୟାଙ୍କ ଘରକୁ ଯାଇଥିଲେ। ଆଜି ସକାଳେ ଉଭୟଙ୍କ ମୃତଦେହ ଉଦ୍ଧାର କରାଯାଇଛି। କେଉଁ କାରଣରୁ ସେମାନଙ୍କର ମୃତ୍ୟୁ ଘଟିଛି, ତାହା ସ୍ପଷ୍ଟ ହୋଇ ନାହିଁ।

ଉଭୟେ ବିଷ ପିଇ ଦେଇଥିବା ସନ୍ଦେହ କରାଯାଉଛି। ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ କରିବା ପାଇଁ ଡାକ୍ତରଖାନାକୁ ପଠାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସେମାନଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos