ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଘର ବଲାଙ୍ଗିର ଜିଲ୍ଲା ତାଲପାଲିପଡ଼ା ଅଞ୍ଚଳର। ଉଭୟ ସୁରତରୁ ଫେରି କ୍ୱାରେଣ୍ଟାଇନ୍ରେ ଥିଲେ। ଆଜି ସେମାନେ ପଜିଟିଭ୍ ଚିହ୍ନଟ ହେବା ପରେ ଭୁବନେଶ୍ୱର କୋଭିଡ୍ ହସ୍ପିଟାଲ୍କୁ ସ୍ଥାନାନ୍ତରିତ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ବଲାଙ୍ଗିର ଜିଲ୍ଲାପାଳ ଅରିନ୍ଦମ ଡାକୁଆ।
ବଲାଙ୍ଗିର ଜିଲ୍ଲାରୁ ପୂର୍ବରୁ ଦୁଇ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ। ଆଜି ଦୁଇ ଜଣ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ଏଠାରେ କେହି ସୁସ୍ଥ ହୋଇନାହାନ୍ତି।
ସୂଚନାରୁ ପ୍ରକାଶ, ଆଜି ସୁଦ୍ଧା ରାଜ୍ୟର ୭୩୯ ଜଣ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେଥିରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୯୩ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏବେ ୫୪୦ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍ରେ ରହିଛନ୍ତି। ସେମାନଙ୍କ ପାଇଁ ଖାଇବା ଓ ପିଇବା ବ୍ୟବସ୍ଥା ସରକାର କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।