ଜଙ୍ଗଲରେ ହାତୀ ହାବୁଡ଼ରେ ପଡ଼ିଗଲେ ଦେବଦତ୍ତ ଓ ସୁଧା

ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା କଣିହାଁ ବନାଞ୍ଚଳ ଅନ୍ତର୍ଗତ ସୁଲେଇପାଳ ଗାଁରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକମାନେ ହେଲେ ଦେବଦତ୍ତ ସାମଲ ଓ ସୁଧା ମହାନ୍ତି (୫୦)। ଗତକାଲି ସନ୍ଧ୍ୟାରେ ଦେବଦତ୍ତ ପାଖ ଜଙ୍ଗଲକୁ ଯାଇଥିଲେ। ଏହି ସମୟରେ ସେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ଦେବଦତ୍ତଙ୍କୁ ହାତୀ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରୁ ତାଙ୍କୁ ଉଦ୍ଧାର କରି ତାଳଚେର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ […]

schoolmmmmmmmmmmmmmmm

schoolmmmmmmmmmmmmmmm

Tapaswini Nayak
  • Published: Friday, 21 June 2019
  • Updated: 21 June 2019, 11:08 AM IST

Sports

Latest News

ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା କଣିହାଁ ବନାଞ୍ଚଳ ଅନ୍ତର୍ଗତ ସୁଲେଇପାଳ ଗାଁରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକମାନେ ହେଲେ ଦେବଦତ୍ତ ସାମଲ ଓ ସୁଧା ମହାନ୍ତି (୫୦)।

ଗତକାଲି ସନ୍ଧ୍ୟାରେ ଦେବଦତ୍ତ ପାଖ ଜଙ୍ଗଲକୁ ଯାଇଥିଲେ। ଏହି ସମୟରେ ସେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ଦେବଦତ୍ତଙ୍କୁ ହାତୀ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରୁ ତାଙ୍କୁ ଉଦ୍ଧାର କରି ତାଳଚେର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।

ସେହିପରି ସେହି ଗାଁର ସୁଧା ମହାନ୍ତି ଗତକାଲି ସକାଳେ ପାଖ ଜଙ୍ଗଲକୁ ଯାଇଥିଲେ। ହେଲେ ସେ ଆଉ ଘରକୁ ଫେରି ନ ଥିଲେ। ଆଜି ସକାଳ ତାଙ୍କ ମୃତଦେହକୁ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ଘଟଣା ସ୍ଥଳରେ କଣିହାଁ ବନାଞ୍ଚଳ ଅଧିକାରୀ ଓ ରେଙ୍ଗାଳି ପୁଲିସ୍ ପହଞ୍ଚି ତଦନ୍ତ କରୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story