ଦୁଇ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ଆଜି ବଲାଙ୍ଗିରସ୍ଥିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଓ ଭବାନୀପାଟଣାସ୍ଥିତ କଳାହାଣ୍ଡି ବିଶ୍ୱବିଦ୍ୟାଳୟରେ ନୂଆ କୁଳପତିଙ୍କୁ ନିଯୁକ୍ତି ଦେଇଛନ୍ତି। ବଲାଙ୍ଗୀରର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର କୁଳପତି ଭାବେ ପ୍ରଫେସର ଉମାବଲ୍ଲଭ ମହାପାତ୍ରଙ୍କୁ ନିଯୁକ୍ତି ମିଳିଥିବାବେଳେ ପ୍ରଫେସର ସଞ୍ଜୟ କୁମାର ଶତପଥୀଙ୍କୁ କଳାହାଣ୍ଡି ବିଶ୍ୱବିଦ୍ୟାଳୟର କୁଳପତି ଭାବେ ଅବସ୍ଥାପିତ କରାଯାଇଛି। ଏହି ଦୁଇ କୁଳପତି ଦାୟିତ୍ୱ ଗ୍ରହଣ କରିବାର ଦିନଠୁ ୪ବର୍ଷ ପାଇଁ ଅବା ଅନ୍ୟାଦେଶ ପର୍ଯ୍ୟନ୍ତ ଉକ୍ତ ପଦବୀରେ କାର୍ଯ୍ୟ […]

University

University

Ordigital Desk
  • Published: Monday, 12 April 2021
  • Updated: 12 April 2021, 07:22 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ଆଜି ବଲାଙ୍ଗିରସ୍ଥିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଓ ଭବାନୀପାଟଣାସ୍ଥିତ କଳାହାଣ୍ଡି ବିଶ୍ୱବିଦ୍ୟାଳୟରେ ନୂଆ କୁଳପତିଙ୍କୁ ନିଯୁକ୍ତି ଦେଇଛନ୍ତି।

ବଲାଙ୍ଗୀରର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର କୁଳପତି ଭାବେ ପ୍ରଫେସର ଉମାବଲ୍ଲଭ ମହାପାତ୍ରଙ୍କୁ ନିଯୁକ୍ତି ମିଳିଥିବାବେଳେ ପ୍ରଫେସର ସଞ୍ଜୟ କୁମାର ଶତପଥୀଙ୍କୁ କଳାହାଣ୍ଡି ବିଶ୍ୱବିଦ୍ୟାଳୟର କୁଳପତି ଭାବେ ଅବସ୍ଥାପିତ କରାଯାଇଛି। ଏହି ଦୁଇ କୁଳପତି ଦାୟିତ୍ୱ ଗ୍ରହଣ କରିବାର ଦିନଠୁ ୪ବର୍ଷ ପାଇଁ ଅବା ଅନ୍ୟାଦେଶ ପର୍ଯ୍ୟନ୍ତ ଉକ୍ତ ପଦବୀରେ କାର୍ଯ୍ୟ କରିବେ।

ରେଭେନ୍ସା ବିଶ୍ୱବିଦ୍ୟାଳୟର ବାଣିଜ୍ୟ ବିଭାଗର ଅବସରପ୍ରାପ୍ତ ପ୍ରଫେସର ସଞ୍ଜୟ କୁମାର ଶତପଥୀ ୧୩ଟି ଏକାଡେମିକ ପୁସ୍ତକ ସମେତ ୨୪ଟି ପୁସ୍ତକ ରଚନା କରିଛନ୍ତି। ତାଙ୍କର ୩୬ବର୍ଷରୁ ଅଧିକ ଶିକ୍ଷାଦାନ ଅଭିଜ୍ଞତା ରହିଛି ଓ ସେ ୨୦ଜଣ ପିଏଚଡି ସ୍କଲାରଙ୍କୁ ସଫଳତାର ସହ ମାର୍ଗଦର୍ଶନ କରିଛନ୍ତି।

ସେହିପରି ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗର ଅବସରପ୍ରାପ୍ତ ପ୍ରଫେସର ଉମାବଲ୍ଲଭ ମହାପାତ୍ରଙ୍କର ପ୍ରାୟ ୩୩ବର୍ଷର ଶିକ୍ଷାଦାନ ଅଭିଜ୍ଞତା ରହିଛି। ସେ ଗୋଟିଏ ପୁସ୍ତକ ରଚନା କରିଥିବାବେଳେ ସଫଳତା ସହ ୧୪ଜଣ ପିଏଚଡି ଓ ୨୪ଜଣ ଏମଫିଲ ସ୍କଲାରଙ୍କୁ ମାର୍ଗଦର୍ଶନ କରିଛନ୍ତି।

ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ-୨୦୨୦ର ଧାରା ୬ର ଉପଧାରା(୭) ଓ (୧) ର କ୍ଷମତାକୁ ଉପଯୋଗ କରି କୁଳାଧିପତି ପ୍ରଫେସର ଗଣେଶୀଲାଲ ଏହି ଦୁଇ କୁଳପତିଙ୍କୁ ନିଯୁକ୍ତି ଦେଇଥିବା ରାଜଭବନ ସୂତ୍ରରୁ ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story