ବିଦ୍ୟୁତ ଆଘାତରେ ଦୁଇ ଶ୍ରମିକଙ୍କ ମୃତ୍ୟୁ

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବିଦ୍ୟୁତ ଆଘାତରେ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଆଜି ଏପରି ଅଘଟଣ ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅଞ୍ଚଳରେ ଘଟିଛି। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ରାଜ୍ୟର ଗଙ୍ଗା ହୁସେନ ଓ ଦିଲବର ହୁସେନ ଜରାସିଂହା ଗାଁର ସୋନଗଡ଼ ନଦୀରେ ଗ୍ରାମ୍ୟ ଜଳଯୋଗାଣ ବିଭାଗ ତରଫରୁ ହେଉଥିବା ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ କରୁଥିଲେ। ତେବେ ଅସାବଧାନତା ଯୋଗୁ ଉଭୟ ବିଦ୍ୟୁତ […]

ganjam

ganjam

Manoranjan Sial
  • Published: Friday, 16 August 2019
  • Updated: 16 August 2019, 05:00 PM IST

Sports

Latest News

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବିଦ୍ୟୁତ ଆଘାତରେ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଆଜି ଏପରି ଅଘଟଣ ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅଞ୍ଚଳରେ ଘଟିଛି। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ପଶ୍ଚିମବଙ୍ଗ ରାଜ୍ୟର ଗଙ୍ଗା ହୁସେନ ଓ ଦିଲବର ହୁସେନ ଜରାସିଂହା ଗାଁର ସୋନଗଡ଼ ନଦୀରେ ଗ୍ରାମ୍ୟ ଜଳଯୋଗାଣ ବିଭାଗ ତରଫରୁ ହେଉଥିବା ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ କରୁଥିଲେ। ତେବେ ଅସାବଧାନତା ଯୋଗୁ ଉଭୟ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ। ଫଳରେ ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ଘଟିଛି। ଦେଓଗାଁ ଥାନା ପୁଲିସ ଦୁଇ ଶ୍ରମିକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story