ଗାଧୋଇବା ବେଳେ ବ୍ରାହ୍ମଣୀରେ ବୁଡ଼ିଗଲେ ଦୁଇ ଯୁବକ

ଅନୁଗୋଳ(ବିରଜା ଦାସ): ଅନୁଗୋଳ ଜିଲ୍ଲା ସମଲ ବ୍ୟାରେଜ୍ ତଳମୁଣ୍ଡ ବ୍ରାହ୍ମଣୀ ନଦୀରେ ବୁଡ଼ି ଆଜି ୨ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କାହ୍ନୁ ମହାରଣା ଓ ଲଲା ନାଏକ। ସ୍ଥାନୀୟ ଲୋକ ଓ ଅଗ୍ନିଶମ କର୍ମଚାରୀ ନଦୀରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ଆଜି ଦିନ ୩ଟା ବେଳେ କାହ୍ନୁ ଓ ଲଲା ନଦୀକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଇବା ବେଳେ ଅସାବଧାନତା ଯୋଗୁ ନଦୀ ସ୍ରୋତରେ […]

two-young-man-drowned-on-samal-baraj-in-angul

Manoranjan Sial
  • Published: Thursday, 13 June 2019
  • Updated: 13 June 2019, 05:43 PM IST

Sports

Latest News

ଅନୁଗୋଳ(ବିରଜା ଦାସ): ଅନୁଗୋଳ ଜିଲ୍ଲା ସମଲ ବ୍ୟାରେଜ୍ ତଳମୁଣ୍ଡ ବ୍ରାହ୍ମଣୀ ନଦୀରେ ବୁଡ଼ି ଆଜି ୨ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କାହ୍ନୁ ମହାରଣା ଓ ଲଲା ନାଏକ। ସ୍ଥାନୀୟ ଲୋକ ଓ ଅଗ୍ନିଶମ କର୍ମଚାରୀ ନଦୀରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି।

ଆଜି ଦିନ ୩ଟା ବେଳେ କାହ୍ନୁ ଓ ଲଲା ନଦୀକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଇବା ବେଳେ ଅସାବଧାନତା ଯୋଗୁ ନଦୀ ସ୍ରୋତରେ ସେମାନେ ଭାସି ଯାଇଥିଲେ। ଚିତ୍କାର ଶୁଣି ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା କରିଥିଲେ। ମାତ୍ର ଏହା ସମ୍ଭବପର ହୋଇନଥିଲା। ଫଳରେ ଯୁବକମାନେ ନଦୀ ସ୍ରୋତରେ ଭାସି ଯାଇଥିଲେ।

କଣିହାଁ ଅଗ୍ନିଶମ କର୍ମଚାରୀ, ପୁଲିସ ଓ ସ୍ଥାନୀୟ ଲୋକେ ନଦୀ ଭିତରେ ଦୁଇ ଜଣଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ କରିଥିଲେ। ମାତ୍ର ମିଳିଥିଲା ସେମାନଙ୍କ ମୃତଦେହ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story