ଗଛରେ ଝୁଲୁଛି ଦୁଇ ଜଣ ଯୁବକଙ୍କ ମୃତଦେହ

ବୀରମିତ୍ରପୁର (ରାକେଶ କୁମାର ସାହୁ): ସୁନ୍ଦରଗଡ଼ ଜିଲ୍ଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳରେ ଆଜି ଅଭାବନୀୟ ଘଟଣା ଘଟିଛି। ପୃଥକ୍‌ ସ୍ଥାନରୁ ଦୁଇ ଜଣ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୁଲିସ୍‌। ସେମାନଙ୍କ ଭିତରୁ ଜଣଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଥିବା ବେଳେ ଅନ୍ୟ ଜଣେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ପୁଟ୍ରିଖମନ ପଞ୍ଚାୟତ ଘଘାରି ଗାଁର ଜୁଏଲ୍‌ ଓରାମ (୨୩) ନାଇକେନ୍‌ ବାହାଲରେ ନିଜ […]

sundargarh

sundargarh

Manoranjan Sial
  • Published: Saturday, 03 April 2021
  • Updated: 03 April 2021, 04:25 PM IST

Sports

Latest News

ବୀରମିତ୍ରପୁର (ରାକେଶ କୁମାର ସାହୁ): ସୁନ୍ଦରଗଡ଼ ଜିଲ୍ଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳରେ ଆଜି ଅଭାବନୀୟ ଘଟଣା ଘଟିଛି। ପୃଥକ୍‌ ସ୍ଥାନରୁ ଦୁଇ ଜଣ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୁଲିସ୍‌। ସେମାନଙ୍କ ଭିତରୁ ଜଣଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଥିବା ବେଳେ ଅନ୍ୟ ଜଣେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ପୁଟ୍ରିଖମନ ପଞ୍ଚାୟତ ଘଘାରି ଗାଁର ଜୁଏଲ୍‌ ଓରାମ (୨୩) ନାଇକେନ୍‌ ବାହାଲରେ ନିଜ ପିଉଷାଙ୍କ ଘରେ ରହି ମଙ୍ଗଲମ୍‌ କାରଖାନାରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ ଘରୁ ପଳାଇଯାଇଥିଲେ। ଆଜି ସକାଳେ ତାଙ୍କ ମୃତଦେହ ଗଛରେ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ପରେ ଗାଁ ଲୋକେ ପରିବାର ଲୋକ ଓ ପୁଲିସକୁ ଖବର ଦେଇଥିଲେ। କୁଆଁରମୁଣ୍ଡା ଫାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗଛରୁ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି। ମାତ୍ର ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି।

ଅନୁରୂପ ଭାବେ କୁଆଁରମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ସିଟିସ୍କୁଲ ରୋଡ୍‌ ସ୍ଥିତ ବସ୍ତିରେ ରହୁଥିବା ଦୈତାରୀ ମେହେର(୪୫)ଙ୍କ ଝୁଲନ୍ତା ମୃତଦେହ ପୁଲିସ ଜବତ କରିଛି। ସେ ପଣସ ଗଛରେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ଅଭିଯୋଗର ହୋଇଛି। ପାରିବାରିକ କଳହରୁ ସେ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ଖବର ପାଇ କୁଆଁରମୁଣ୍ଡା ଫାଣ୍ଡି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story