ଓଇଆର୍‌ସି ଅଧ୍ୟକ୍ଷ ହେଲେ ଉପେନ୍ଦ୍ରନାଥ ବେହେରା

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆରସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି ଉପେନ୍ଦ୍ରନାଥ ବେହେରା। ଚୟନ କମିଟିର ସୁପାରିଶ ଆଧାରରେ ରାଜ୍ୟ ସରକାର ବେହେରାଙ୍କୁ ନିଯୁକ୍ତି ଦେଇଛନ୍ତି। ପୂର୍ବରୁ ବେହେରା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଥିଲେ। ଏହାଛଡ଼ା ରାଜ୍ୟ ସରକାରଙ୍କ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହି କାର୍ଯ୍ୟ ସମ୍ପାଦନ କରିଛନ୍ତି। ବେହେରାଙ୍କ ପରେ ଏବେ କିଏ ମୁଖ୍ୟମନ୍ତ୍ରୀ ପ୍ରମୁଖ ସଚିବ ହେବ ତାକୁ ନେଇ ଆଲୋଚନା ଚାଲିଛି। ସେହିପରି ଅବସରପ୍ରାପ୍ତ […]

upendranath

upendranath

Rakesh Mallick
  • Published: Thursday, 27 October 2016
  • Updated: 27 October 2016, 07:16 PM IST

Sports

Latest News

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆରସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି ଉପେନ୍ଦ୍ରନାଥ ବେହେରା। ଚୟନ କମିଟିର ସୁପାରିଶ ଆଧାରରେ ରାଜ୍ୟ ସରକାର ବେହେରାଙ୍କୁ ନିଯୁକ୍ତି ଦେଇଛନ୍ତି। ପୂର୍ବରୁ ବେହେରା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଥିଲେ। ଏହାଛଡ଼ା ରାଜ୍ୟ ସରକାରଙ୍କ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହି କାର୍ଯ୍ୟ ସମ୍ପାଦନ କରିଛନ୍ତି।

ବେହେରାଙ୍କ ପରେ ଏବେ କିଏ ମୁଖ୍ୟମନ୍ତ୍ରୀ ପ୍ରମୁଖ ସଚିବ ହେବ ତାକୁ ନେଇ ଆଲୋଚନା ଚାଲିଛି।

ସେହିପରି ଅବସରପ୍ରାପ୍ତ ସେନା ଅଧିକାରୀ ସୌରୀକାନ୍ତ ପାଢ଼ୀ ଓଇଆର୍‌ସି ସଦସ୍ୟ ଭାବେ ନିଯୁକ୍ତି ପାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story