ଝାରସୁଗୁଡ଼ା ଏୟାରପୋର୍ଟରେ ପାଳନ ହେବ ଉଡାନ ଉତ୍ସବ

ଝାରସୁଗୁଡ଼ା (ଓଡ଼ିଶା ରିପୋର୍ଟର): ଆଜି ଝାରସୁଗୁଡ଼ାରେ ପାଳିତ ହେବ ଉଡ଼ାନ ଦିବସ। ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପାଳିତ ହେବାକୁ ଥିବା ଏହି ଉତ୍ସବରେ ଯୋଗ ଦେବେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ। ଦିନ ଗୋଟାଏରେ କାର୍ଯ୍ୟକ୍ରମ ଆରମ୍ଭ ହୋଇ ୪ଟା ପର୍ଯ୍ୟନ୍ତ ଚାଲିବ। ଉଡ଼ାନ ଦିବସ ପାଳନ ଅବସରରେ କେନ୍ଦ୍ର ମନ୍ତ୍ରୀ ଝାରସୁଗୁଡ଼ାରୁ ଆଉ କିଛି ରୁଟକୁ ବିମାନ ଚଳାଚଳ କିମ୍ବା ବିମାନ ବନ୍ଦର ବିକାଶ ଦିଗରେ ଆଉ କିଛି […]

JHARSUGUDA_AIRPORT

JHARSUGUDA_AIRPORT

Tapaswini Nayak
  • Published: Monday, 22 November 2021
  • Updated: 22 November 2021, 08:47 AM IST

Sports

Latest News

ଝାରସୁଗୁଡ଼ା (ଓଡ଼ିଶା ରିପୋର୍ଟର): ଆଜି ଝାରସୁଗୁଡ଼ାରେ ପାଳିତ ହେବ ଉଡ଼ାନ ଦିବସ। ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପାଳିତ ହେବାକୁ ଥିବା ଏହି ଉତ୍ସବରେ ଯୋଗ ଦେବେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ।

ଦିନ ଗୋଟାଏରେ କାର୍ଯ୍ୟକ୍ରମ ଆରମ୍ଭ ହୋଇ ୪ଟା ପର୍ଯ୍ୟନ୍ତ ଚାଲିବ। ଉଡ଼ାନ ଦିବସ ପାଳନ ଅବସରରେ କେନ୍ଦ୍ର ମନ୍ତ୍ରୀ ଝାରସୁଗୁଡ଼ାରୁ ଆଉ କିଛି ରୁଟକୁ ବିମାନ ଚଳାଚଳ କିମ୍ବା ବିମାନ ବନ୍ଦର ବିକାଶ ଦିଗରେ ଆଉ କିଛି ଘୋଷଣା କରିପାରନ୍ତି।

ବର୍ତ୍ତମାନ ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁର, କୋଲକତା, ହାଇଦ୍ରାବାଦ, ଦିଲ୍ଲୀ ଓ ଚେନ୍ନାଇକୁ ବିମାନ ସେବା ମିଳୁଛି। ଗତକାଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଉଷା ପାଢୀ ଝାରସୁଗୁଡ଼ା ବିମାନ ବନ୍ଦର ଯାଇ ସ୍ଥିତିର ଅନୁଧ୍ୟାନ କରିଥିଲେ।

ଝାରସୁଗୁଡ଼ା ବିମାନ ବନ୍ଦରର ନିର୍ଦ୍ଦେଶକ ପବନ କୁମାର କହିଛନ୍ତି, ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପାଳିତ ହେବାକୁ ଥିବା ଉଡ଼ାନ ଦିବସରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଯୋଗଦେବେ।  ସେଥିପାଇଁ ସବୁ ପ୍ରକାର ପ୍ରସ୍ତୁତି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story