ବିଜୁ ସେତୁ ଭୁଶୁଡ଼ିବା ଘଟଣା: ଠିକାଦାର, କନିଷ୍ଠ ଯନ୍ତ୍ରୀ ଓ ସହକାରୀ ଯନ୍ତ୍ରୀଙ୍କ ନାଁରେ ମାମଲା

ଉମରକୋଟ(ଓଡ଼ିଶା ରିପୋର୍ଟର): ନବରଙ୍ଗପୁର ଉମରକୋଟ ତାଲାପଦରରେ ବିଜୁ ସେତୁ ଭୁଶୁଡ଼ିବା ଘଟଣାରେ ୩ ଜଣଙ୍କ ନାଁରେ ଉମରକୋଟ ଥାନାରେ ଏତଲା ଦାୟର ହୋଇଛି। ଠିକାଦାର, କନିଷ୍ଠ ଯନ୍ତ୍ରୀ ଓ ସହକାରୀ ଯନ୍ତ୍ରୀଙ୍କ ନାଁରେ ଏତଲା ଦାୟର ହୋଇଛି।  ଠିକାଦାର ଆଶିଷ ବିଶ୍ୱାଳ, ଜେଇ ଅସିତ ପାତ୍ର, SDO ନିରଞ୍ଜନ ସାହୁଙ୍କ ନାମରେ ମାମଲା ରୁଜୁ ହୋଇଛି। ଉମରକୋଟ ଥାନାରେ ଏତଲା କଲେ ନିର୍ବାହୀ ଯନ୍ତ୍ରୀ ସନ୍ତୋଷ ସାମଲ। ଏତଲା ଦାୟର ନେଇ ନବରଙ୍ଗପୁର ଜିଲ୍ଲାପାଳ ଅଜିତ ମିଶ୍ର […]

umar-3

umar-3

Tapas Behera
  • Published: Monday, 11 January 2021
  • Updated: 11 January 2021, 04:23 PM IST

Sports

Latest News

ଉମରକୋଟ(ଓଡ଼ିଶା ରିପୋର୍ଟର): ନବରଙ୍ଗପୁର ଉମରକୋଟ ତାଲାପଦରରେ ବିଜୁ ସେତୁ ଭୁଶୁଡ଼ିବା ଘଟଣାରେ ୩ ଜଣଙ୍କ ନାଁରେ ଉମରକୋଟ ଥାନାରେ ଏତଲା ଦାୟର ହୋଇଛି। ଠିକାଦାର, କନିଷ୍ଠ ଯନ୍ତ୍ରୀ ଓ ସହକାରୀ ଯନ୍ତ୍ରୀଙ୍କ ନାଁରେ ଏତଲା ଦାୟର ହୋଇଛି।  ଠିକାଦାର ଆଶିଷ ବିଶ୍ୱାଳ, ଜେଇ ଅସିତ ପାତ୍ର, SDO ନିରଞ୍ଜନ ସାହୁଙ୍କ ନାମରେ ମାମଲା ରୁଜୁ ହୋଇଛି। ଉମରକୋଟ ଥାନାରେ ଏତଲା କଲେ ନିର୍ବାହୀ ଯନ୍ତ୍ରୀ ସନ୍ତୋଷ ସାମଲ। ଏତଲା ଦାୟର ନେଇ ନବରଙ୍ଗପୁର ଜିଲ୍ଲାପାଳ ଅଜିତ ମିଶ୍ର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟା ସମୟରେ ହଠାତ୍ ପୋଲଟି ଭୁଶୁଡ଼ି ପଡିଥିଲା। ପୋଲଟି ଭୁଶୁଡ଼ି ପଡିବାରୁ ଉକ୍ତ ସମୟରେ ସ୍ଲାବ୍‌ କାର୍ଯ୍ୟ କରୁଥିବା ୧୪  ଶ୍ରମିକଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇପଡ଼ିଥିଲେ। ମୃତକଜଣକ ହେଲେ ଗ୍ରାମ୍ୟ ଉନ୍ନୟନ ବିଭାଗର ଚତୁର୍ଥ ଶ୍ରେଣୀ କର୍ମଚାରୀ ମହେନ୍ଦ୍ର ମାଳି। ସେ ସେଠାରେ ଉପସ୍ଥିତି ଥିବା ବେଳେ ହଠାତ୍‌ ପୋଲଟି ଭୁଶୁଡ଼ି ପଡ଼ିବାରୁ ପ୍ରାଣ ହରାଇଥିଲେ।

ଅନ୍ୟ ୪ ଆହତଙ୍କୁ ଉଦ୍ଧାର କରି  ପ୍ରଥମେ ୧୦୮ ଆମ୍ବୁଲାନ୍ସ ଯୋଗେ ଉମରକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।  ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story