ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ନବରଙ୍ଗପୁର(ନବଘନ ବିଷୋୟୀ): ଉମରକୋଟ ଉପ କାରାଗାରର ବିଚାରାଧୀନ କଏଦୀଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ହେଲେ ରାଇଘର ବ୍ଳକ ରାହାସପାରା ଗାଁର ଦେବ ମାଝୀ। ଚାରି ମାସ ତେଳେ ଏକ ହତ୍ୟାକାଣ୍ଡରେ ସମ୍ପୃକ୍ତି ଅଭିଯୋଗରେ ତାଙ୍କୁ ହାଜତରେ ଭର୍ତ୍ତି କରାଯାଇଥିଲା। ଗତକାଲି ସନ୍ଧ୍ୟାରେ ସେ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ପ୍ରଥମେ ଉମରକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି […]

tyyy66666666666666

Tapaswini Nayak
  • Published: Tuesday, 26 March 2019
  • , Updated: 26 March 2019, 01:09 PM IST

ନବରଙ୍ଗପୁର(ନବଘନ ବିଷୋୟୀ): ଉମରକୋଟ ଉପ କାରାଗାରର ବିଚାରାଧୀନ କଏଦୀଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ହେଲେ ରାଇଘର ବ୍ଳକ ରାହାସପାରା ଗାଁର ଦେବ ମାଝୀ।
ଚାରି ମାସ ତେଳେ ଏକ ହତ୍ୟାକାଣ୍ଡରେ ସମ୍ପୃକ୍ତି ଅଭିଯୋଗରେ ତାଙ୍କୁ ହାଜତରେ ଭର୍ତ୍ତି କରାଯାଇଥିଲା। ଗତକାଲି ସନ୍ଧ୍ୟାରେ ସେ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ପ୍ରଥମେ ଉମରକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଛି। ଚିକିତ୍ସା ଅବହେଳାରୁ ଦେବଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଓ ଜେଲ କର୍ମଚାରୀ ଅଭିଯୋଗ କରିଛନ୍ତି।

Related story