ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଅଜଣା ଗାଡ଼ି

ବାଲେଶ୍ୱର(ରଶ୍ମୀ ରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲାର ୧୬ ନମ୍ବର ଜାତୀୟ ରାଜପଥର ବାରୁଣୀ ପୋଲ ଉପରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣ ବାଇକ୍‌ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତମାନଙ୍କ ପରିଚୟ ମିଳିପାରିନାହିଁ। ପୁଲିସ୍‌ ବାଇକ୍‌ ଜବତ କରିଛି ଓ ଘଟଣାର ତଦନ୍ତ କରୁଛି। ଗତକାଲି ରାତି ପ୍ରାୟ ସାଢ଼େ ୯ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା।

bike

bike

Jitendra Garnayak
  • Published: Monday, 17 December 2018
  • Updated: 17 December 2018, 02:50 PM IST

Sports

Latest News

ବାଲେଶ୍ୱର(ରଶ୍ମୀ ରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲାର ୧୬ ନମ୍ବର ଜାତୀୟ ରାଜପଥର ବାରୁଣୀ ପୋଲ ଉପରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣ ବାଇକ୍‌ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆହତମାନଙ୍କ ପରିଚୟ ମିଳିପାରିନାହିଁ। ପୁଲିସ୍‌ ବାଇକ୍‌ ଜବତ କରିଛି ଓ ଘଟଣାର ତଦନ୍ତ କରୁଛି।

ଗତକାଲି ରାତି ପ୍ରାୟ ସାଢ଼େ ୯ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା।

https://youtu.be/ZAOeSl9AQJo

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story