ଅଜଣା ଗାଡ଼ି ଧକ୍କାରେ ଅଟୋ ଚାଳକ ମୃତ

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର ଜିଲ୍ଲା ସୋନପୁର ରାସ୍ତାର ପୁଇଁନ୍ତଳା ଛକ ନିକଟରେ ଏକ ଅଟୋକୁ ଅଜଣା ଗାଡ଼ି ଧକ୍କା ଦେଇଛି। ଘଟଣାସ୍ଥଳରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁରେଶ ଦୀପ। ଆଜି ଭୋରରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଉକ୍ତ ଗାଡ଼ିଟି ଫେରାର ହୋଇଯାଇଥିବା ବେଳେ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ଓ ବାଏପାସ୍‌ ନିର୍ମାଣ କରିବା ଦାବିରେ ଅଟୋ ଚାଳକ ସଂଘ ପକ୍ଷରୁ ରାସ୍ତାରୋକ କରାଯାଇଛି। […]

atommmmmmmmmmmmm

atommmmmmmmmmmmm

Tapaswini Nayak
  • Published: Friday, 14 June 2019
  • Updated: 14 June 2019, 09:26 AM IST

Sports

Latest News

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର ଜିଲ୍ଲା ସୋନପୁର ରାସ୍ତାର ପୁଇଁନ୍ତଳା ଛକ ନିକଟରେ ଏକ ଅଟୋକୁ ଅଜଣା ଗାଡ଼ି ଧକ୍କା ଦେଇଛି। ଘଟଣାସ୍ଥଳରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁରେଶ ଦୀପ। ଆଜି ଭୋରରେ ଏହି ଦୁର୍ଘଟଣା ଘଟିଛି।

ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଉକ୍ତ ଗାଡ଼ିଟି ଫେରାର ହୋଇଯାଇଥିବା ବେଳେ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ଓ ବାଏପାସ୍‌ ନିର୍ମାଣ କରିବା ଦାବିରେ ଅଟୋ ଚାଳକ ସଂଘ ପକ୍ଷରୁ ରାସ୍ତାରୋକ କରାଯାଇଛି। ଫଳରେ ବଲାଙ୍ଗିର ସୋନପୁର ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story