ଆସନ୍ତାକାଲି ଆସିବେ କେନ୍ଦ୍ର କୃଷି ମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର କୃଷି ମନ୍ତ୍ରୀ ରାଧାମୋହନ ସିଂହ ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ଆସନ୍ତା ୨୭ତାରିଖରେ କେନ୍ଦ୍ର ସଡ଼କ ପରିବହନ ରାଷ୍ଟ୍ରମନ୍ତ୍ରୀ ମନସୁଖ୍ ଏଲ.ମାଣ୍ଡଭିଆ ମଧ୍ୟ ଓଡ଼ିଶା ଗସ୍ତରେ ଆସିବେ। ସୂଚନା ଅନୁସାରେ କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ସିଂହ କଟକଠାରେ ଥିବା ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଅତ୍ୟାଧୁନିକ ପରୀକ୍ଷାଗାରକୁ ଲୋକାର୍ପଣ କରିବେ। ସେହିପରି କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମାଣ୍ଡଭିଆ ମୟୂରଭଞ୍ଜର ବଡ଼ସାହି ବ୍ଲକରେ ଦଳର ବିଜୟ ସଂକଳ୍ପ […]

R

Hemant Lenka
  • Published: Monday, 25 February 2019
  • , Updated: 25 February 2019, 10:28 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର କୃଷି ମନ୍ତ୍ରୀ ରାଧାମୋହନ ସିଂହ ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ଆସନ୍ତା ୨୭ତାରିଖରେ କେନ୍ଦ୍ର ସଡ଼କ ପରିବହନ ରାଷ୍ଟ୍ରମନ୍ତ୍ରୀ ମନସୁଖ୍ ଏଲ.ମାଣ୍ଡଭିଆ ମଧ୍ୟ ଓଡ଼ିଶା ଗସ୍ତରେ ଆସିବେ।

ସୂଚନା ଅନୁସାରେ କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ସିଂହ କଟକଠାରେ ଥିବା ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଅତ୍ୟାଧୁନିକ ପରୀକ୍ଷାଗାରକୁ ଲୋକାର୍ପଣ କରିବେ। ସେହିପରି କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମାଣ୍ଡଭିଆ ମୟୂରଭଞ୍ଜର ବଡ଼ସାହି ବ୍ଲକରେ ଦଳର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ ବୋଲି ଜଣାପଡ଼ିଛି।

Related story