‘୨୬ ରେ ଆସିବେ ଅମିତ ଶାହ’| Odisha Reporter
Advertisment
ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୬ ତାରିଖରେ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଭଦ୍ରକରେ କରିବେ ସମାବେଶ। ସୂଚନା ଦେଲେ ରାଜ୍ୟ ବିଜେପିର ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us