‘ପ୍ରଧାନମନ୍ତ୍ରୀ କେୟାର’କୁ ୧୦୯୨ କୋଟି ଟଙ୍କା ଦେବେ ତୈଳ କମ୍ପାନୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରଣାଳୟ ଅଧୀନରେ ଥିବା ପିଏସ୍‌ୟୁ ପକ୍ଷରୁ ‘ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡ’କୁ ୧୦୩୧.୨୯ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହାଛଡ଼ା ପିଏସ୍‌ୟୁର କର୍ମଚାରୀମାନେ ମଧ୍ୟ ସେମାନଙ୍କ ଦରମାରୁ ଅତିରିକ୍ତ ୬୧ କୋଟି ଟଙ୍କା ପ୍ରଦାନ କରିଛନ୍ତି। ମୋଟ୍‌ ୧୦୯୨ କୋଟି ୨୯ ଲକ୍ଷ ଟଙ୍କା ‘ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡ’କୁ ତୈଳ ମନ୍ତ୍ରଣାଳୟ ପକ୍ଷରୁ ପ୍ରଦାନ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏଥିପାଇଁ ଶ୍ରୀ ପ୍ରଧାନ ପିଏସ୍‌ୟୁର […]

dharmendra-pradhan

dharmendra-pradhan

Manoranjan Sial
  • Published: Monday, 30 March 2020
  • Updated: 30 March 2020, 09:04 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରଣାଳୟ ଅଧୀନରେ ଥିବା ପିଏସ୍‌ୟୁ ପକ୍ଷରୁ ‘ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡ’କୁ ୧୦୩୧.୨୯ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହାଛଡ଼ା ପିଏସ୍‌ୟୁର କର୍ମଚାରୀମାନେ ମଧ୍ୟ ସେମାନଙ୍କ ଦରମାରୁ ଅତିରିକ୍ତ ୬୧ କୋଟି ଟଙ୍କା ପ୍ରଦାନ କରିଛନ୍ତି। ମୋଟ୍‌ ୧୦୯୨ କୋଟି ୨୯ ଲକ୍ଷ ଟଙ୍କା ‘ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡ’କୁ ତୈଳ ମନ୍ତ୍ରଣାଳୟ ପକ୍ଷରୁ ପ୍ରଦାନ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏଥିପାଇଁ ଶ୍ରୀ ପ୍ରଧାନ ପିଏସ୍‌ୟୁର ସମସ୍ତ କର୍ମଚାରୀଙ୍କୁ ପ୍ରଶଂସା କରିଛନ୍ତି।

ଅପର ପକ୍ଷରେ ଏଲ୍‌ପିଜି ବିତରଣ ସମୟରେ ‘କରୋନା’ରେ କାର୍ଯ୍ୟରତ କର୍ମଚାରୀ ଯଥା ସୋ-ରୁମ୍‌ ଷ୍ଟାଫ୍‌‍, ଗୋଦାମ କିପର, ମେକାନିକ ଓ ଡେଲିଭରି ବୟଙ୍କ ମୃତ୍ୟୁ ଘଟିଲେ ସେମାନଙ୍କୁ ସହାୟତା ସ୍ୱରୂପ ୫ ଲକ୍ଷ ଲେଖାଏଁ ଟଙ୍କା ଦିଆଯିବ ବୋଲି ସୋମବାର ଦେଶର ତୈଳ ବିପଣନ କମ୍ପାନୀ ଆଇଓସିଏଲ୍‌, ବିପିସିଏଲ ଓ ଏଚ୍‌ପିସିଏଲ୍‌ ପକ୍ଷରୁ ଘୋଷଣା କରାଯାଇଛି।

ଏ ନେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍‌ କରି ଲେଖିଛନ୍ତି, ଇଣ୍ଡିଆନ ଅଏଲ, ବିପିସିଏଲ ଓ ଏଚ୍‌ପିସିଏଲ୍‌ ଦ୍ୱାରା ନିଆଯାଇଥିବା ନିଷ୍ପତ୍ତି ସ୍ୱାଗତଯୋଗ୍ୟ। ବର୍ତ୍ତମାନ ସମୟରେ ଆମର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଦିଆଯାଉଥିବା ସେବା ହିଁ ଆମର ପରିଚୟ। କର୍ମଚାରୀଙ୍କ ସୁରକ୍ଷା ଓ ସୁସ୍ଥତା ଆମ ପାଇଁ ପ୍ରାଥମିକତା ଓ ଗୁରୁତ୍ୱପୂର୍ଣ୍ଣ। ଏହି ପଦକ୍ଷେପ ଶ୍ରମିକଙ୍କ ସୁରକ୍ଷାକୁ ମଜବୁତ କରିବା ସହ ସେମାନଙ୍କୁ ଭାରତ ‘କରୋନା’ ଯୁଦ୍ଧରେ ଲଢିବାକୁ ସାହାଯ୍ୟ କରିବ।”

ଶ୍ରୀ ପ୍ରଧାନ ଆହୁରି ମଧ୍ୟ ଉଲ୍ଲେଖ-“ଲକ୍‌ ଡାଉନ୍‌ରୁ ଏଲ୍‌ପିଜି ଯୋଗାଣକୁ ଅବ୍ୟାହତି ଦିଆଯାଇଛି। ଏଲ୍‌ପିଜି ଏକ ଅତ୍ୟାବଶ୍ୟକ ସାମଗ୍ରୀ ହୋଇଥିବାରୁ ଦେଶରେ ଓ ସମସ୍ତ ଉପଭୋକ୍ତାଙ୍କ ପାଖରେ ନିରନ୍ତର ଏଲ୍‌ପିଜି ଯୋଗାଣ ବଜାୟ ରଖିବା ପାଇଁ କର୍ମଚାରୀମାନେ ଏହି ସଙ୍କଟ ସମୟରେ କାର୍ଯ୍ୟରେ ଯୋଗଦେବାର ଆବଶ୍ୟକ ରହିଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story