‘ଇସ୍ପାତ ଉତ୍ପାଦନ ପାଇଁ ପୂର୍ବ ଭାରତ ଆମର ପ୍ରାଥମିକତା’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବ ଭାରତର ମାଟି ତଳେ ଅଧିକ ଇସ୍ପାତ‌୍‍ ଗଚ୍ଛିତ ରହିଛି। ତେଣୁ ଏଠାକୁ ଅଧିକ ପ୍ରାଧାନ୍ୟ ଦିଆଯାଇଛି। ଆନ୍ଧ୍ରପ୍ରଦେଶର ରାଷ୍ଟ୍ରୀୟ ଇସ୍ପାତ‌୍‍ ନିଗମ(ଆରଆଇଏନଏଲ)ର ଭାଇଜାଗ ଇସ୍ପାତ କାରଖାନା ପରିଦର୍ଶନ ବେଳେ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭାଇଜାଗ ଇସ୍ପାତ‌୍‍ କାରଖାନାର ପରିଚାଳନା କାର୍ଯ୍ୟକୁ ଦେଖିବା ସହ ଇସ୍ପାତ‌୍‍ ତିଆରି କାମ ସମ୍ପର୍କରେ ପଚାରି ବୁଝିଛନ୍ତି ଶ୍ରୀ ପ୍ରଧାନ କହିଛନ୍ତି। ଇସ୍ପାତ‌୍‍ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ତାଙ୍କର ଏହା ହେଉଛି […]

dharmendra-pradhan-in-andhrapradesh

dharmendra-pradhan-in-andhrapradesh

Manoranjan Sial
  • Published: Saturday, 09 November 2019
  • Updated: 09 November 2019, 08:33 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବ ଭାରତର ମାଟି ତଳେ ଅଧିକ ଇସ୍ପାତ‌୍‍ ଗଚ୍ଛିତ ରହିଛି। ତେଣୁ ଏଠାକୁ ଅଧିକ ପ୍ରାଧାନ୍ୟ ଦିଆଯାଇଛି। ଆନ୍ଧ୍ରପ୍ରଦେଶର ରାଷ୍ଟ୍ରୀୟ ଇସ୍ପାତ‌୍‍ ନିଗମ(ଆରଆଇଏନଏଲ)ର ଭାଇଜାଗ ଇସ୍ପାତ କାରଖାନା ପରିଦର୍ଶନ ବେଳେ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଭାଇଜାଗ ଇସ୍ପାତ‌୍‍ କାରଖାନାର ପରିଚାଳନା କାର୍ଯ୍ୟକୁ ଦେଖିବା ସହ ଇସ୍ପାତ‌୍‍ ତିଆରି କାମ ସମ୍ପର୍କରେ ପଚାରି ବୁଝିଛନ୍ତି ଶ୍ରୀ ପ୍ରଧାନ କହିଛନ୍ତି। ଇସ୍ପାତ‌୍‍ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ତାଙ୍କର ଏହା ହେଉଛି ପ୍ରଥମ ଭାଇଜାଗ ଗସ୍ତ। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସେ କହିଛନ୍ତି-“ଆର୍ଥିକ କ୍ଷେତ୍ର ବନାଇବା ଦିଗରେ ଆନ୍ଧ୍ରପ୍ରଦେଶ, ଓଡ଼ିଶା, ପଶ୍ଚିମବଙ୍ଗ, ଝାଡଖଣ୍ଡ ଓ ଛତିଶଗଡ଼ ରାଜ୍ୟ ପାଇଁ ବହୁ କାମ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟିକୋଣରେ ଭାରତକୁ ୫ ଟ୍ରିଲିୟନ ଅର୍ଥନୀତି ଲକ୍ଷ୍ୟ ହାସଲ କରିବାରେ ପୂର୍ବ ଭାରତର ଅଧିକ ଯୋଗଦାନ ରହିବ।”

ସେ ଆହୁରି କହିଛନ୍ତି-“ନୂଆ ଭାରତ ନିର୍ମାଣରେ ଆନ୍ଧ୍ରପ୍ରଦେଶ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। କେନ୍ଦ୍ର ସରକାରଙ୍କ ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଓ ଇସ୍ପାତ ମନ୍ତ୍ରାଳୟ ଆନ୍ଧ୍ରରେ ୨ ଲକ୍ଷ କୋଟି ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ତିଆରି କରିବାର ଯୋଜନା ରଖିଛନ୍ତି। ଯେଉଁ ସବୁ ପ୍ରକଳ୍ପ ଆଞ୍ଚଳିକ ଶିଳ୍ପକୁ ପ୍ରୋତ୍ସାହନ ଦେବା ସହ ସ୍ଥାନୀୟ ଅର୍ଥନୀତିକୁ ମଧ୍ୟ ତ୍ୱରାନ୍ୱିତ କରାଇବ।”

ପରେ ଶ୍ରୀ ପ୍ରଧାନ ଆର୍‌ଆଇଏନ୍‌ଲର୍‌ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ବରିଷ୍ଠ ଅଧିକାରୀଙ୍କୁ ସମ୍ୱୋଧିତ କରିଥିଲେ। ନୂଆ ଭାରତ ନିର୍ମାଣରେ ଆରଆଇଏନଏଲର ଭୂମିକା ଉପରେ ଆଲୋକପାତ କରିଥିଲେ। ଆରଆଇଏନଏଲ ସଂସ୍ଥା ଆଂଚଳିକ ଅର୍ଥନୀତିକୁ ମଜବୁତ‌୍‍ କରିବାରେ ସହାୟକ ହେଉଛି ବୋଲି ସେ କହିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story