ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ପୂର୍ବ ବର୍ଷ ଭଳି ଚଳିତ ରେଳ ବଜେଟରେ ଓଡ଼ିଶା ପାଇଁ ରେକର୍ଡ ପରିମାଣର ୫ ହଜାର ୯୯୩ କୋଟି ବ୍ୟୟବରାଦ କରିଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଶ୍ରୀ ଗୋଏଲ ମୋଦି ସରକାରଙ୍କର ଓଡ଼ିଶା ପାଇଁ ରେଳ ବଜେଟରେ ବଡ଼ ବ୍ୟୟବରାଦର ଧାରାକୁ ଆଗେଇ ନେଇଛନ୍ତି ଓ ଏହା ଭାରତକୁ ଆଗେଇ ନେବ ବୋଲି ଶ୍ରୀ […]

dharmendra-says-naveen-patnaik-and-bjd-are-relying-on-white-lies-violence-and-threats

Manoranjan Sial
  • Published: Wednesday, 10 July 2019
  • Updated: 10 July 2019, 09:06 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ପୂର୍ବ ବର୍ଷ ଭଳି ଚଳିତ ରେଳ ବଜେଟରେ ଓଡ଼ିଶା ପାଇଁ ରେକର୍ଡ ପରିମାଣର ୫ ହଜାର ୯୯୩ କୋଟି ବ୍ୟୟବରାଦ କରିଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଶ୍ରୀ ଗୋଏଲ ମୋଦି ସରକାରଙ୍କର ଓଡ଼ିଶା ପାଇଁ ରେଳ ବଜେଟରେ ବଡ଼ ବ୍ୟୟବରାଦର ଧାରାକୁ ଆଗେଇ ନେଇଛନ୍ତି ଓ ଏହା ଭାରତକୁ ଆଗେଇ ନେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଚଳିତ ବଜେଟରେ ରେଳ ଯାତ୍ରୀଙ୍କ ଯାତାୟତ ସୁବିଧା ପାଇଁ ୧୮୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ଯାତ୍ରୀଙ୍କ ସୁରକ୍ଷା ପାଇଁ ରେଳ ଓଭରବ୍ରିଜ୍ ଏବଂ ରେଳପଥ ଅତିକ୍ରମ କରିବା ବ୍ୟବସ୍ଥାକୁ ବିଶେଷ ଦୃଷ୍ଟି ଦିଆଯାଇଛି । ସେହିପରି ଶ୍ରୀ ପ୍ରଧାନ କହିଛନ୍ତି ଯେ ରାଜ୍ୟରେ ୫ଟି ନୂଆ ରେଳପଥ ପାଇଁ ସର୍ଭେ କରିବାର ଆର୍ଥିକ ବ୍ୟବସ୍ଥା ଚଳିତ ବଜେଟରେ କରାଯାଇଛି । ବିଶେଷ କରି ସେ ଅନୁରୋଧ କରିଥିବା ରାଜ୍ ଆଠଗଡ଼–କାଇପଦର ରୋଡ ଏବଂ ତାଳଚେର-ଅନୁଗୁଳ କର୍ଡ ଲାଇନ୍ ପାଇଁ ସର୍ଭେ ବ୍ୟବସ୍ଥା କରାଯାଇଛି ।

ଦୀର୍ଘଦିନର ପ୍ରକଳ୍ପ ଯଥା ଅନୁଗୁଳ–ସୁକିନ୍ଦା ରୋଡ୍, ହରିଦାସପୁର- ପାରାଦ୍ୱୀପ, ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର, ତାଳଚେର-ବିମଳାଗଡ, ଜୟପୁର-ମାଲକାନଗିରି, ନୂଆପଡ଼ା- ଗୁଣୁପୁର ଏବଂ ସମ୍ବଲପୁର-ଟିଟଲାଗଡ ରେଳ ପ୍ରକଳ୍ପ ପାଇଁ ରେକର୍ଡ଼ ପରିମାଣର ବ୍ୟୟବରାଦ ଚଳିତ ରେଳ ବଜେଟରେ କରାଯାଇଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story