ଆସନ୍ତାକାଲି ବନ୍ୟାଞ୍ଚଳ ବୁଲିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସି ରାଜ୍ୟର ବନ୍ୟାଞ୍ଚଳ ବୁଲି ଦେଖିବେ। ଏ ସମ୍ପର୍କରେ ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆସନ୍ତାକାଲି ସକାଳ ୯ଟାରେ ବନ୍ୟା ପ୍ରଭାବିତ କଳାହାଣ୍ଡି ଜିଲ୍ଲାର ଗୋଲମୁଣ୍ଡା, ଜୁନାଗଡ଼, ଏମ୍ ରାମପୁର, କର୍ଲାମୁଣ୍ଡା, ବୌଦ୍ଧ ଜିଲ୍ଲାର କଣ୍ଟାମାଳ, ସୋନପୁର ଜିଲ୍ଲାର ତରଭା ବ୍ଲକ୍ ଓ ତରଭା ଏନଏସି, ବଲାଙ୍ଗୀର ଜିଲ୍ଲାର ପୁଇଁତଳା, ବଲାଙ୍ଗୀର […]

dharmendra

dharmendra

Manoranjan Sial
  • Published: Friday, 16 August 2019
  • Updated: 16 August 2019, 09:08 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସି ରାଜ୍ୟର ବନ୍ୟାଞ୍ଚଳ ବୁଲି ଦେଖିବେ। ଏ ସମ୍ପର୍କରେ ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆସନ୍ତାକାଲି ସକାଳ ୯ଟାରେ ବନ୍ୟା ପ୍ରଭାବିତ କଳାହାଣ୍ଡି ଜିଲ୍ଲାର ଗୋଲମୁଣ୍ଡା, ଜୁନାଗଡ଼, ଏମ୍ ରାମପୁର, କର୍ଲାମୁଣ୍ଡା, ବୌଦ୍ଧ ଜିଲ୍ଲାର କଣ୍ଟାମାଳ, ସୋନପୁର ଜିଲ୍ଲାର ତରଭା ବ୍ଲକ୍ ଓ ତରଭା ଏନଏସି, ବଲାଙ୍ଗୀର ଜିଲ୍ଲାର ପୁଇଁତଳା, ବଲାଙ୍ଗୀର ବ୍ଲକ, ବଲାଙ୍ଗୀର ଟାଉନ୍(ଗନଧ୍ରେଲ ଡ୍ୟାମ) ଓ ଦେଓଗାଁ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ସର୍ବେକ୍ଷଣ କରିବେ।

ବନ୍ୟା ସ୍ଥିତି ସର୍ବେକ୍ଷଣ ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ବଲାଙ୍ଗୀର ଜିଲ୍ଲା ସିଡିଏମଓ ଅଫିସ ଏନଏଚଏମ୍ କନଫରେନ୍ସ ହଲରେ ବନ୍ୟା ସ୍ଥିତିର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୀକ୍ଷା ସମୟରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ସହ ରାଜ୍ୟ ସଭାପତି ତଥା କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଏବଂ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ, ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ, ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ବରିଷ୍ଠ ନେତା କନକ ବର୍ଦ୍ଧନ ସିଂହଦେଓ ପ୍ରମୁଖ ଉପସ୍ଥିତ ରହିବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story