ଜାତୀୟ ଶିକ୍ଷା ନୀତିର କାର୍ଯ୍ୟକାରିତା ଉପରେ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଶିକ୍ଷାର ଅଭିବୃଦ୍ଧି ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅଧିକାରୀଙ୍କ ସହିତ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏଥିସହ ରାଜ୍ୟରେ ଜାତୀୟ ଶିକ୍ଷା ନୀତିର କାର୍ଯ୍ୟକାରିତା ଉପରେ ଶ୍ରୀ ପ୍ରଧାନ ସମୀକ୍ଷା କରିଛନ୍ତି। ବିଦ୍ୟାଳୟରେ ଶିକ୍ଷା ସହ ଧନ୍ଦାମୂଳକ ଶିକ୍ଷା ଏବଂ ଦକ୍ଷତା ବିକାଶକୁ ଏକାଠି କରି ପ୍ରଥମ ପର୍ଯ୍ୟାୟରେ ୧୫୦ ସ୍କୁଲକୁ ନେଇ ପାଇଲଟ୍ ପ୍ରୋଜେକ୍ଟ ଭାବରେ ଆରମ୍ଭ କରିବା […]

Dharmendra Pradhan

Dharmendra Pradhan

Manoranjan Sial
  • Published: Saturday, 21 August 2021
  • Updated: 21 August 2021, 05:04 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଶିକ୍ଷାର ଅଭିବୃଦ୍ଧି ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅଧିକାରୀଙ୍କ ସହିତ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏଥିସହ ରାଜ୍ୟରେ ଜାତୀୟ ଶିକ୍ଷା ନୀତିର କାର୍ଯ୍ୟକାରିତା ଉପରେ ଶ୍ରୀ ପ୍ରଧାନ ସମୀକ୍ଷା କରିଛନ୍ତି।

https://twitter.com/dpradhanbjp/status/1429030872217358338?s=20

ବିଦ୍ୟାଳୟରେ ଶିକ୍ଷା ସହ ଧନ୍ଦାମୂଳକ ଶିକ୍ଷା ଓ ଦକ୍ଷତା ବିକାଶକୁ ଏକାଠି କରି ପ୍ରଥମ ପର୍ଯ୍ୟାୟରେ ୧୫୦ ସ୍କୁଲକୁ ନେଇ ପାଇଲଟ ପ୍ରୋଜେକ୍ଟ ଭାବରେ ଆରମ୍ଭ କରିବା ଉପରେ ବୈଠକରେ ଆଲୋଚନା ହୋଇଛି। ଆଗାମୀ ଦୁଇ ବର୍ଷ ମଧ୍ୟରେ ୫୦ ହଜାର ବିଦ୍ୟାଳୟରେ ପାନୀୟ ଜଳ, ବିଜୁଳି, ଇଣ୍ଟରନେଟ, ଶୌଚାଳୟ ଓ ଆନୁଷଙ୍ଗିକ ସୁବିଧା ସୁନିଶ୍ଚିତ କରିବା ପାଇଁ ଯୋଜନା କରାଯାଉଛି। ଶିକ୍ଷାର ବିକାଶ କରିବା ଉଭୟ ଭାରତ ଓ ରାଜ୍ୟ ସରକାରଙ୍କର ମିଳିତ ଦାୟିତ୍ୱ। କେନ୍ଦ୍ର ଓ ରାଜ୍ୟ ସମନ୍ୱୟରେ ନୂଆ ଶିକ୍ଷା ନୀତିରେ ବିଶେଷ ଭାବରେ ଗରିବ ଘରର ପିଲା ତଥା ସ୍କୁଲ ମାଡୁ ନଥିବା ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି କରି ସେମାନଙ୍କୁ ସ୍ୱରୋଜଗାରର ବାଟ ଦେଖାଇବା ଆମର ଲକ୍ଷ୍ୟ ଓ ଦାୟିତ୍ୱ ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଛନ୍ତି।

https://twitter.com/dpradhanbjp/status/1429030874742358021?s=20

ସେପଟେ ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ। ତେବେ ଏହି ଆଲୋଚନା ଫଳପ୍ରଦ ହୋଇଥିବା ଶ୍ରୀ ପ୍ରଧାନ ଟ୍ୱିଟ୍‌ କରିଛନ୍ତି। ଏଥିସହ ଓଡ଼ିଶାର ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଶିକ୍ଷା ଭିତ୍ତିଭୂମିର ବିକାଶ ପାଇଁ ରୁସାର କାର୍ଯ୍ୟକାରିତା ଉପରେ ସମୀକ୍ଷା କରିବା ସହ ଓଡ଼ିଶାର ଶିକ୍ଷା ବ୍ୟବସ୍ଥା ସମ୍ପର୍କରେ ବୁଝିଛନ୍ତି। ଓଡ଼ିଶାରେ ଅନଲାଇନ ଶିକ୍ଷାକୁ ମଜବୁତ କରିବା, ଗବେଷଣା ପରିସଂସ୍ଥାନର ବିକାଶ ଓ ଜାତୀୟ ଶିକ୍ଷା ନୀତି ଉପରେ ବିସ୍ତୁତ ଭାବେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଶିକ୍ଷା କ୍ଷେତ୍ରର ବିକାଶ ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

https://twitter.com/dpradhanbjp/status/1429027744663314432?s=20

ଶିକ୍ଷକ ଓ ଶିକ୍ଷୟିତ୍ରୀ, ୧୮ ବର୍ଷରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଏବଂ ବିଦ୍ୟାଳୟ ଓ କଲେଜର କର୍ମଚାରୀଙ୍କ ଟିକାକରଣକୁ ଶତପ୍ରତିଶତ ସୁନିଶ୍ଚିତ କରିବା ପାଇଁ ଆସନ୍ତା ସେପ୍ଟେମ୍ବରରେ ଏକ ଅଭିଯାନ ଆରମ୍ଭ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ଅଧୀକାରୀଙ୍କୁ ପରାମର୍ଶ ଦେଇଛନ୍ତି ଶ୍ରୀ ପ୍ରଧାନ।

https://twitter.com/dpradhanbjp/status/1429027750996680705?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story