ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ, ଡାକ୍ତର ନଥିଲେ

ନୀଳଗିରି(ଓଡ଼ିଶା ରିପୋର୍ଟର): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆଜି ନୀଳଗିରିରେ ସରକାରୀ ସ୍ୱାସ୍ଥ୍ୟସେବା ତଦାରଖ କରିଛନ୍ତି। ଆଜି ସକାଳେ ଶ୍ରୀ ଷଡ଼ଙ୍ଗୀ ହଠାତ୍‌ ନୀଳଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗସ୍ତ କରି ସ୍ୱାସ୍ଥ୍ୟସେବା ସଂପର୍କରେ ପଚାରି ବୁଝିଛନ୍ତି। ତେବେ ଡାକ୍ତରଖାନାରେ ସେ ପହଞ୍ଚିବାବେଳେ ଡାକ୍ତର ନ ଥିବା ଦେଖିବାକୁ ପାଇଥିଲେ। ଏହାସହ ରୋଗୀଙ୍କୁ ଚିକିତ୍ସାରେ ଅବହେଳା ହେଉଥିବା ନେଇ ତାଙ୍କ ପାଖରେ ଅଭିଯୋଗ ହୋଇଥିଲା। ଡାକ୍ତରଙ୍କ ପାଇଁ ସରକାରୀ କ୍ୱାର୍ଟର୍ସ ଥିବାବେଳେ, ଏଠାରେ ଡାକ୍ତର ରହୁନଥିବା ଜାଣିବାକୁ ପାଇଥିଲେ। ତେବେ […]

p-965

p-965

Tapas Behera
  • Published: Monday, 12 August 2019
  • Updated: 12 August 2019, 06:26 PM IST

Sports

Latest News

ନୀଳଗିରି(ଓଡ଼ିଶା ରିପୋର୍ଟର): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆଜି ନୀଳଗିରିରେ ସରକାରୀ ସ୍ୱାସ୍ଥ୍ୟସେବା ତଦାରଖ କରିଛନ୍ତି। ଆଜି ସକାଳେ ଶ୍ରୀ ଷଡ଼ଙ୍ଗୀ ହଠାତ୍‌ ନୀଳଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗସ୍ତ କରି ସ୍ୱାସ୍ଥ୍ୟସେବା ସଂପର୍କରେ ପଚାରି ବୁଝିଛନ୍ତି। ତେବେ ଡାକ୍ତରଖାନାରେ ସେ ପହଞ୍ଚିବାବେଳେ ଡାକ୍ତର ନ ଥିବା ଦେଖିବାକୁ ପାଇଥିଲେ।

ଏହାସହ ରୋଗୀଙ୍କୁ ଚିକିତ୍ସାରେ ଅବହେଳା ହେଉଥିବା ନେଇ ତାଙ୍କ ପାଖରେ ଅଭିଯୋଗ ହୋଇଥିଲା। ଡାକ୍ତରଙ୍କ ପାଇଁ ସରକାରୀ କ୍ୱାର୍ଟର୍ସ ଥିବାବେଳେ, ଏଠାରେ ଡାକ୍ତର ରହୁନଥିବା ଜାଣିବାକୁ ପାଇଥିଲେ। ତେବେ ଏଭଳି ସମସ୍ୟାର ସମାଧାନ ଲାଗି ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story