ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପବିତ୍ର ରଥଯାତ୍ରା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀ ହଜଖାସ୍ ଜଗନ୍ନାଥ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ତାଙ୍କ ସହ ପରିବାର ଲୋକ ମଧ୍ୟ ଯାଇଥିଲେ। ଏହି ଅବସରରେ ଶ୍ରୀ ପ୍ରଧାନ ସାଢ଼େ ୪ କୋଟି ଓଡ଼ିଆ ଓ କୋଟିକୋଟି ଜଗନ୍ନାଥ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ଶ୍ରୀ ପ୍ରଧାନ କହିଛନ୍ତି-“ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ପୁରୀରେ ନିୟନ୍ତ୍ରିତ ଢ଼ଙ୍ଗରେ ରଥଯାତ୍ରା ଉତ୍ସବକୁ ପାଳନ କରାଯାଉଛି। ଏଥିପାଇଁ ସମଗ୍ର ବିଶ୍ୱରେ ମହାପ୍ରଭୁଙ୍କ ଭକ୍ତ ଅତ୍ୟନ୍ତ ଆନନ୍ଦିତ। ମହାମାରୀ କରୋନା ବିରୋଧରେ ବିଶ୍ୱ ଲଢ଼ୁଛି। ଏହାକୁ ସାମ୍ନା କରିବା ପାଇଁ ମହାପ୍ରଭୁଙ୍କ ଆଶୀର୍ବାଦର ଆବଶ୍ୟକତା ରହିଛି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।
Politics
ନିର୍ବାଚନ ପୂର୍ବରୁ ବିଜେଡି ସରକାର ବାଣ୍ଟିଥିଲେ ୨୫୨କୋଟି ଟଙ୍କାର ଝୋଟବ୍ୟାଗ
ରାଜ୍ୟବାସୀ ବିଜେଡି ସରକାରକୁ ବାଏବାଏ କରି ବିଜେପି ସରକାରକୁ କ୍ଷମତାସୀନ କରିବା ପରେ ଏହି ତଥ୍ୟ ପଦାକୁ ଆସିଛି ।
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।