ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦୁଇ ଦିନିଆ ଛତଶିଗଡ ଗସ୍ତରେ ଯାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରଥମ ଦିନରେ ସେ ଭିଲାଇ ପ୍ଲାଣ୍ଟ ବୁଲି ଦେଖିଥିଲେ। ପରେ ସ୍ଥାନୀୟ ଜଗନ୍ନାଥ ସମିତି ତଥା ଓଡ଼ିଆ ସମାଜର ଲୋକଙ୍କୁ ସାକ୍ଷାତ କରିଥିଲେ।
ଭିଲାଇ ଷ୍ଟିଲ ପ୍ଲାଣ୍ଟକୁ ଦେଶର ଅନନ୍ୟ ସମନ୍ୱିତ ଇସ୍ପାତ ଶିଳ୍ପ ଭାବରେ ବର୍ଣ୍ଣନା କରିବା ସହ ଭାରତୀୟ ରେଳର ଏକମାତ୍ର ଉତ୍ପାଦନ ଓ ଯୋଗାଣକାରୀ ଉଦ୍ୟୋଗର ମାନ୍ୟତା ପାଇଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ପରେ ସେ ଇସ୍ପାତ ପ୍ରକଳ୍ପର ଏକ ଅତ୍ୟାଧୁନିକ କନ୍ଭର୍ଟରକୁ ଲୋକାର୍ଷିତ କରିଛନ୍ତି। ଏହା ଦ୍ୱାରା ଭିଲାଇ ଷ୍ଟିଲ୍ ପ୍ରକଳ୍ପର ଉତ୍ପାଦନ ବୃଦ୍ଧି ପାଇବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ଏହି ସମୟରେ ସେ ବିଭିନ୍ନ ଟ୍ରେଡ୍ ୟୁନିୟନ୍ ଓ ଇସ୍ପାତ ପ୍ରକଳ୍ପ ଆସୋସିଏସନ୍ର କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।