‘ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ଦିଆଯାଉ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲ ନିଶାଙ୍କଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଚିଠିରେ ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବାକୁ ସେ ଅନୁରୋଧ କରିଛନ୍ତି। ଚିଠିରେ ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି,“ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ପାଇଁ ଓଡ଼ିଶାର ଶିକ୍ଷାବିତମାନେ ଦୀର୍ଘ ଦିନରୁ ଦାବି କରିଆସୁଛନ୍ତି। ତେଣୁ ଏହି ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ଦିଆଯାଉ। ଦେଖିବାକୁ ଗଲେ ଓଡ଼ିଶାର ପଡ଼ୋଶୀ ରାଜ୍ୟ ବିହାରରେ ୪ଟି କେନ୍ଦ୍ରୀୟ […]

Utkaluniversity-1

Utkaluniversity-1

Manoranjan Sial
  • Published: Friday, 27 November 2020
  • Updated: 27 November 2020, 07:29 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲ ନିଶାଙ୍କଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଚିଠିରେ ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବାକୁ ସେ ଅନୁରୋଧ କରିଛନ୍ତି।

ଚିଠିରେ ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି,“ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ପାଇଁ ଓଡ଼ିଶାର ଶିକ୍ଷାବିତମାନେ ଦୀର୍ଘ ଦିନରୁ ଦାବି କରିଆସୁଛନ୍ତି। ତେଣୁ ଏହି ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ଦିଆଯାଉ। ଦେଖିବାକୁ ଗଲେ ଓଡ଼ିଶାର ପଡ଼ୋଶୀ ରାଜ୍ୟ ବିହାରରେ ୪ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ରହିଥିବା ବେଳେ ଆନ୍ଧ୍ରପ୍ରଦେଶରେ ୩ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ରହିଛି।। ସେହି ତୁଳନାରେ ଓଡ଼ିଶାରେ କେବଳ କୋରାପୁଟଠାରେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ଏହା ଦ୍ୱାରା କେବଳ ଦକ୍ଷିଣ ଓଡ଼ିଶାର ଛାତ୍ରଛାତ୍ରୀମାନେ ଲାଭ ପାଉଛନ୍ତି।”

ସେ ଚିଠିରେ ଲେଖିଛନ୍ତି-“ଭୁବନେଶ୍ୱର ଆଗାମୀ ଦିନରେ ପୂର୍ବ ଭାରତର ଅର୍ଥନୀତି ଓ ଶିକ୍ଷା କ୍ଷେତ୍ରର ପେଣ୍ଠସ୍ଥଳି ହେବ। ତେଣୁ ଉତ୍କଳ ବିଶ୍ୱବିଦ୍ୟାଳୟ, କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇଲେ ଉପକୂଳ ଓ ପୂର୍ବ ଓଡ଼ିଶାର ଛାତ୍ରଛାତ୍ରୀମାନେ ଉପକୃତ ହେବା ସହ ଏହି ଅଞ୍ଚଳରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହାସହ ଶିଳ୍ପ ଓ ଶିକ୍ଷାବିତଙ୍କ ମଧ୍ୟରେ ସମନ୍ୱୟ ତିଆରି ହେବା ସହ ଅତ୍ୟାଧୁନିକ ଗବେଷଣାକୁ ପ୍ରୋତ୍ସାହନ ମିଳିବ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story