ପେଟ୍ରୋଲ ପମ୍ପରେ ପଶି ଲୁଟିଲେ

ଭଦ୍ରକ (ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ଧାମନଗର ଅଞ୍ଚଳରେ ଏକ ପେଟ୍ରୋଲ ପମ୍ପରେ ଭଙ୍ଗାରୁଜା ସହ ଲୁଟ୍‌ ହୋଇଛି। ଏପରିକି ଦୁର୍ବୃତ୍ତମାନେ ପମ୍ପର କର୍ମଚାରୀଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି। ଅଭିଯୋଗ ଅନୁସାରେ, ଧାନନଗରର ଗୁହାଳିଆ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କିଛି ଦୁର୍ବୃତ୍ତ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ। ଏହାପରେ ସେମାନେ ପମ୍ପରେ ଭଙ୍ଗାରୁଜା କରିବା ସହ ୪ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ଲୁଟି ଫେରାର ହୋଇଯାଇଛନ୍ତି। ଆକ୍ରମଣ ବେଳର ଘଟଣା ପେଟ୍ରୋଲ […]

loot

loot

Rakesh Mallick
  • Published: Sunday, 30 December 2018
  • Updated: 30 December 2018, 06:18 PM IST

ଭଦ୍ରକ (ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ଧାମନଗର ଅଞ୍ଚଳରେ ଏକ ପେଟ୍ରୋଲ ପମ୍ପରେ ଭଙ୍ଗାରୁଜା ସହ ଲୁଟ୍‌ ହୋଇଛି। ଏପରିକି ଦୁର୍ବୃତ୍ତମାନେ ପମ୍ପର କର୍ମଚାରୀଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି।

ଅଭିଯୋଗ ଅନୁସାରେ, ଧାନନଗରର ଗୁହାଳିଆ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କିଛି ଦୁର୍ବୃତ୍ତ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ। ଏହାପରେ ସେମାନେ ପମ୍ପରେ ଭଙ୍ଗାରୁଜା କରିବା ସହ ୪ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ଲୁଟି ଫେରାର ହୋଇଯାଇଛନ୍ତି।

ଆକ୍ରମଣ ବେଳର ଘଟଣା ପେଟ୍ରୋଲ ପମ୍ପରେ ଲାଗିଥିବା ସିସିଟିଭିରେ ରେକର୍ଡ ହୋଇଛି। ଏହାକୁ ଆଧାର କରି ପୁଲିସ ଘଟଣାର ତଦନ୍ତ ଚଳାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story