ମୁରଲୀଧରଙ୍କୁ ପିଟି ଦେଇ ପଳାଇଲା ଅଜଣାଗାଡ଼ି

ବାଙ୍କୀ (ସଞ୍ଜୀପ କୁମାର ନାୟକ): କଟକ ଜିଲ୍ଲା ବାରଙ୍ଗ ଥାନା ଅନ୍ତର୍ଗତ ତ୍ରିଶୁଳିଆ ବ୍ରିଜ୍ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମୁରଲୀଧର ପାଲ୍। ତାଙ୍କ ଘର କୃଷ୍ଣଚନ୍ଦ୍ରପୁର ଗାଁର ବାରିକ ସାହିରେ ବୋଲି ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ ଏ ଘଟଣା ଘଟିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏ ଖବର ପ୍ରଚାରିତ ହେବାମାତ୍ରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା ସ୍ଥାନୀୟ ଲୋକେ ତ୍ରିଶୁଳିଆ ଛକରେ ରାସ୍ତାରୋକ […]

accident-5

accident-5

Tapaswini Nayak
  • Published: Wednesday, 13 November 2019
  • Updated: 13 November 2019, 08:57 AM IST

Sports

Latest News

ବାଙ୍କୀ (ସଞ୍ଜୀପ କୁମାର ନାୟକ): କଟକ ଜିଲ୍ଲା ବାରଙ୍ଗ ଥାନା ଅନ୍ତର୍ଗତ ତ୍ରିଶୁଳିଆ ବ୍ରିଜ୍ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମୁରଲୀଧର ପାଲ୍। ତାଙ୍କ ଘର କୃଷ୍ଣଚନ୍ଦ୍ରପୁର ଗାଁର ବାରିକ ସାହିରେ ବୋଲି ଜଣାପଡ଼ିଛି।

ଗତକାଲି ବିଳମ୍ବିତ ରାତିରେ ଏ ଘଟଣା ଘଟିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏ ଖବର ପ୍ରଚାରିତ ହେବାମାତ୍ରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା ସ୍ଥାନୀୟ ଲୋକେ ତ୍ରିଶୁଳିଆ ଛକରେ ରାସ୍ତାରୋକ କରିଥିଲେ। ବାରଙ୍ଗ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।  ପୁଲିସ୍‌ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story