ଜୁଲାଇ ୩୧ ପର୍ଯ୍ୟନ୍ତ ସରକାରୀ କର୍ମଚାରୀଙ୍କୁ ଭୁବନେଶ୍ୱରରେ ଅଫିସ ମନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ସରକାରୀ କର୍ମଚାରୀଙ୍କ ଅଫିସ୍ ଆସିବା ଉପରେ କଟକଣା ଜାରି କରିଛନ୍ତି। ଆସନ୍ତା ଜୁଲାଇ ୩୧ତାରିଖ ପର୍ଯ୍ୟନ୍ତ ସରକାରୀ କର୍ମଚାରୀମାନେ ରାଜଧାନୀ ଭୁବନେଶ୍ୱରରେ ଥିବା ନିଜସ୍ୱ ଅଫିସକୁ ଆସିପାରିବେ ନାହିଁ। କଟକ ମହାନଗର ନିଗମ ଓ ଖୋର୍ଦ୍ଧା ମ୍ୟୁନିସପାଲଟି ଅଞ୍ଚଳରୁ ଆସୁଥିବା ଲୋକଙ୍କ ପାଇଁ ଏହି ନିୟମ ଲାଗୁ ହେବ ନାହିଁ। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମା […]

Govt-officer

Govt-officer

Manoranjan Sial
  • Published: Wednesday, 08 July 2020
  • Updated: 08 July 2020, 05:08 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ସରକାରୀ କର୍ମଚାରୀଙ୍କ ଅଫିସ୍ ଆସିବା ଉପରେ କଟକଣା ଜାରି କରିଛନ୍ତି। ଆସନ୍ତା ଜୁଲାଇ ୩୧ତାରିଖ ପର୍ଯ୍ୟନ୍ତ ସରକାରୀ କର୍ମଚାରୀମାନେ ରାଜଧାନୀ ଭୁବନେଶ୍ୱରରେ ଥିବା ନିଜସ୍ୱ ଅଫିସକୁ ଆସିପାରିବେ ନାହିଁ। କଟକ ମହାନଗର ନିଗମ ଓ ଖୋର୍ଦ୍ଧା ମ୍ୟୁନିସପାଲଟି ଅଞ୍ଚଳରୁ ଆସୁଥିବା ଲୋକଙ୍କ ପାଇଁ ଏହି ନିୟମ ଲାଗୁ ହେବ ନାହିଁ।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ କଟକ ମହାନଗର ଓ ଖୋର୍ଦ୍ଧା ପୌରାଂଚଳକୁ ଛାଡ଼ି ଅନ୍ୟ ସ୍ଥାନରୁ ଆସୁଥିବା ସରକାରୀ କର୍ମଚାରୀମାନଙ୍କୁ ଜୁଲାଇ ୩୧ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ ସରକାରୀ ଅଫିସକୁ ନଆସିବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ଏହି ନିର୍ଦ୍ଦେଶନାମା ତତ୍କାଳ ପ୍ରଭାବରୁ ଲାଗୁ ହେବ।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବିଭିନ୍ନ ସରକାରୀ ଅଫିସରେ କାର୍ଯ୍ୟରତ କର୍ମଚାରୀମାନେ ଦୈନିକ ରାଜ୍ୟର ବିଭିନ୍ନ ସ୍ଥାନରୁ ଯାତାୟତ କରିଥାନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story