ଭୁବନେଶ୍ୱରରୁ ୧୮୯ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୯୪ ଲୋକାଲ୍‌ କେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦୪ କ୍ୱାରେଣ୍ଟାଇନ୍‌ରୁ ଓ ୯୪ ଲୋକାଲ୍‌ କେସ୍‌। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ଆଜି ୧୩୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area on 17th Aug 2020(till 9am). Further […]

bbsr

bbsr

Manoranjan Sial
  • Published: Monday, 17 August 2020
  • Updated: 17 August 2020, 04:46 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦୪ କ୍ୱାରେଣ୍ଟାଇନ୍‌ରୁ ଓ ୯୪ ଲୋକାଲ୍‌ କେସ୍‌। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ଆଜି ୧୩୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

https://twitter.com/bmcbbsr/status/1295310687237898240?s=20

ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଏକ ସିକ୍ୟୁରିଟି ଏଜେନ୍ସିର ୭ କର୍ମଚାରୀ ଅଛନ୍ତି। ସେହିପରି ଚିନ୍ତାମଣିଶ୍ୱରରୁ ୬, ସାଲିଆସାହିରୁ ୬, ୪ ପୁଲିସ କର୍ମଚାରୀ, ଝାରପଡ଼ାରୁ ୩, ୟୁନିଟ-୧ ତାଟିବସ୍ତିରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ୫୪୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୫୬୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୮୮୭ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story