ଭୁବନେଶ୍ୱରରୁ ୫୮୦ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୩୫୯ ଲୋକାଲ୍‌ କେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଜି ୫୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୨୧ ଜଣ କ୍ୱାରେଣ୍ଟାଇନ୍‌ରୁ ଓ ୩୫୯ ଲୋକାଲ୍‌ କେସ୍‌। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ଆଜି ୩୧୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area on 3rd Sep 2020(till 9am). […]

bbsr

bbsr

Manoranjan Sial
  • Published: Thursday, 03 September 2020
  • Updated: 03 September 2020, 08:13 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଜି ୫୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୨୧ ଜଣ କ୍ୱାରେଣ୍ଟାଇନ୍‌ରୁ ଓ ୩୫୯ ଲୋକାଲ୍‌ କେସ୍‌। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ଆଜି ୩୧୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

https://twitter.com/bmcbbsr/status/1301525803298029570?s=20

IRC ଭିଲେଜରୁ କ୍ୱାରେଣ୍ଟିନରୁ ୧୧ ଓ ଲୋକାଲ ସଂକ୍ରମିତ ୧୦ ଚିହ୍ନଟ। ଶୈଳଶ୍ରୀ ବିହାରରୁ ୧୦, ଖଣ୍ଡଗିରିରୁ ୮,
୭ମ ବାଟାଲିୟନରୁ ୭, ନୟାପଲ୍ଲୀରୁ ୭, ଜୟଦେବ ବିହାରରୁ ୭, ବରମୁଣ୍ଡାରୁ ୫, ଡୁମୁଡୁମାରୁ ୫, ଜାଗମରାରୁ ୫, ଚନ୍ଦ୍ରଶେଖରପୁରରୁ ୪, ଭୀମପୁରରୁ ୪ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ଆଜି ସୁର୍ଦ୍ଧା ବିଏମ୍‌ସି ଅଞ୍ଚଳରେ ୧୧୮୫୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୪୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭୨୫୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୪୫୪୫ ଜଣ ବିଭିନ୍ନ କୋଭିଡ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story