ଆକାଶବାଣୀର ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ ସିଂହଙ୍କ ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଉ ନାହାନ୍ତି ୯୦ ଦଶକର ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ ସିଂହ।  ୮୪ ବର୍ଷ ବୟସରେ ଆଜି ତାଙ୍କର ପରଲୋକ ହୋଇଛି। ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ହୃଦଘାତରେ ତାଙ୍କର ବିୟୋଗ ହୋଇଛି। ଏନେଇ ସୂଚନା ଦେଇଛନ୍ତି ତାଙ୍କ ପୁଅ। ନବେ ଦଶକରେ ଆକାଶବାଣୀର ସବୁଠୁ ଲୋକପ୍ରିୟ ସମ୍ବାଦ ପାଠକ ଥିଲେ ଉପେନ୍ଦ୍ର କୁମାର ପାହାଡ଼ ସିଂହ। ତାଙ୍କ ନିଆରା ସମ୍ବାଦ ପଠନ ଶୈଳୀ ଆଜିବି ରେଡିଓ ଶ୍ରୋତାଙ୍କ […]

Upendra-Kumar-Pahadsingh

Upendra-Kumar-Pahadsingh

Manoranjan Sial
  • Published: Tuesday, 29 June 2021
  • Updated: 29 June 2021, 09:16 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଉ ନାହାନ୍ତି ୯୦ ଦଶକର ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ ସିଂହ।  ୮୪ ବର୍ଷ ବୟସରେ ଆଜି ତାଙ୍କର ପରଲୋକ ହୋଇଛି। ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ହୃଦଘାତରେ ତାଙ୍କର ବିୟୋଗ ହୋଇଛି। ଏନେଇ ସୂଚନା ଦେଇଛନ୍ତି ତାଙ୍କ ପୁଅ।

ନବେ ଦଶକରେ ଆକାଶବାଣୀର ସବୁଠୁ ଲୋକପ୍ରିୟ ସମ୍ବାଦ ପାଠକ ଥିଲେ ଉପେନ୍ଦ୍ର କୁମାର ପାହାଡ଼ ସିଂହ। ତାଙ୍କ ନିଆରା ସମ୍ବାଦ ପଠନ ଶୈଳୀ ଆଜିବି ରେଡିଓ ଶ୍ରୋତାଙ୍କ ମନ ଭିତରେ ଛାପ ହୋଇ ରହିଛି। ଦିଲ୍ଲୀରୁ ପ୍ରସାରିତ ଓଡ଼ିଆ ସମ୍ବାଦ ପାଠକ ଭାବେ ଲୋକେ ତାଙ୍କୁ ଆଜି ବି ମନେ ରଖିଛନ୍ତି। ଚାକିରିରୁ ଅବସର ପରେ ସେ ଆକାଶବାଣୀ କଲୋନୀରେ ରହୁଥିଲେ।

ସୂଚନାରୁ ପ୍ରକାଶ, ଆକାଶବାଣୀର ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ ସିଂହ ଗତ କିଛି ଦିନ ଧରି ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଦିଲ୍ଲୀରେ ଏକ ପ୍ରାଇଭେଟ୍‌ ମେଡିକାଲ୍‌ରେ ଭର୍ତ୍ତି ହୋଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ବିୟୋଗ ହୋଇ ଯାଇଛି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାଇ ଖେଳି ଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story