ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା କ୍ୟାଡର ଆଇଏଏସ୍ ଉଷା ପାଢ଼ୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି। ବ୍ୟୋରୋ ଅଫ୍ ସିଭିଲ ଆଭିଏସନ ସିକ୍ୟୁରିଟି ଡିଜି ଭାବେ ନିଯୁକ୍ତି ପାଇଲେ ଉଷା। ପ୍ରଥମ ମହିଳା ଭାବେ ସିଭିଲ ଆଭିଏସନ ସିକ୍ୟୁରିଟି ଡିଜି ଭାବେ ସେ ଏହି ନିଯୁକ୍ତି ପାଇଛନ୍ତି।
https://twitter.com/ushapadhee1996/status/1299260336059506689?s=20
ନୂଆ ନିଯୁକ୍ତି ନେଇ ଟ୍ୱିଟ୍ କରି ଜଣାଇଲେ ନିଜେ ଉଷା ପାଢ଼ୀ। ଶ୍ରୀମତୀ ପାଢ଼ୀ ବର୍ତମାନ ବେସାମରିକ ମନ୍ତ୍ରଣାଳୟର ଯୁଗ୍ମ ଶାସନ ସଚିବ ଏବଂ ଦିଲ୍ଲୀସ୍ଥିତ ଆନ୍ତର୍ଜାତିକ ବିମାନଘାଟିର ଅତିରିକ୍ତ ନିର୍ଦ୍ଦେଶକ ଅଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।