ଭୁବନେଶ୍ୱର: ମଧ୍ୟପ୍ରଦେଶରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଛି। କିନ୍ତୁ ଅନ୍ୟପଟେ ମଧ୍ୟପ୍ରଦେଶରୁ ଛତିଶଗଡ, ଝାଡଖଣ୍ଡ, ପଶ୍ଚିମବଙ୍ଗ ଦିଘା ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗେ।ପସାଗର ପର୍ଯ୍ୟନ୍ତ ଏକ ଟ୍ରପଲାଇନ ରହିଛି। ଏହାର ପ୍ରଭାବରେ ଉତ୍ତର ଓଡିଶା ଏବଂ ଦକ୍ଷିଣ ଓଡିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ତେବେ ଏପରି ପାଗ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଲାଗି ରହିବା ସହ ୨୫ ତାରିଖରୁ ଅଧିକ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଓଲଟି ପଡ଼ିଲା ଟମାଟୋ ବୋଝେଇ ଟ୍ରକ୍; ଯିଏ ପାରିଲା ବୋହିନେଲା
ଟମାଟୋ ବୋଝେଇ ଟ୍ରକ୍ଟି ଛତିଶଗଡ଼ରୁ କଲିକୋତା ଅଭିମୁଖେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି।
Accident
ରାତିରେ ଖାଇ ଶୋଇଲେ ଦାଦା,ପୁତୁରା; ସକାଳେ ଚାଲିଗଲା ଜୀବନ
ଉଭୟଙ୍କର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ିନାହିଁ।
Crime
ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ;୧୧ଟି ସ୍ଥାନରେ ଚଢ଼ାଉ
ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Miscellaneous
ଅତିବଡ଼ି ଜଗନ୍ନାଥ ଦାସଙ୍କ ସ୍ମୃତି ପୀଠରେ ଝୁଲୁଛି ତାଲା; ବନ୍ଦ ରହିଛି ଦୈନିକ ପୂଜା ଓ ଭାଗବତ ପାଠ
ଦୀର୍ଘ ବର୍ଷ ଧରି ଅତିବଡ଼ି ଜଗନ୍ନାଥ ଦାସଙ୍କ ଉତ୍ତରାଧିକାରୀ ଭଗବାନ ଦାସ ଏହି ପୀଠରେ ପ୍ରତିଦିନ ଭାଗବତ ପାଠ କରୁଥିଲେ।