ଖାରବେଳଙ୍କ ଘର ବାହୁଡ଼ା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍କଳ ଭାରତ ସଭାପତି ଖାରବେଳ ସ୍ୱାଇଁ ଆଜି ବିଜେପିରେ ମିଶିଛନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପି ରାଜ୍ୟ ଉପସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ସେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ଖାରବେଳ ୧୯୯୮ରୁ ୨୦୦୯ ମଧ୍ୟରେ ବାଲେଶ୍ୱରରୁ ବିଜେପି ଟିକେଟରେ ୩ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ ଲୋକସଭା ନିର୍ବାଚନ ପରେ ସେ ବିଜେପିରୁ ଇସ୍ତଫା ଦେଇଥିଲେ। ଉତ୍କଳ ଭାରତ ନାଁରେ ଗଢ଼ିଥିଲେ […]

bjp9999999999

bjp9999999999

Tapaswini Nayak
  • Published: Monday, 25 March 2019
  • Updated: 25 March 2019, 12:28 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍କଳ ଭାରତ ସଭାପତି ଖାରବେଳ ସ୍ୱାଇଁ ଆଜି ବିଜେପିରେ ମିଶିଛନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପି ରାଜ୍ୟ ଉପସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ସେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି।

ଖାରବେଳ ୧୯୯୮ରୁ ୨୦୦୯ ମଧ୍ୟରେ ବାଲେଶ୍ୱରରୁ ବିଜେପି ଟିକେଟରେ ୩ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ ଲୋକସଭା ନିର୍ବାଚନ ପରେ ସେ ବିଜେପିରୁ ଇସ୍ତଫା ଦେଇଥିଲେ। ଉତ୍କଳ ଭାରତ ନାଁରେ ଗଢ଼ିଥିଲେ ନୂଆ ଦଳ। ଆସନ୍ତା ନିର୍ବାଚନରେ ଖାରବେଳଙ୍କୁ କନ୍ଧମାଳ ଲୋକସଭା ଆସନରୁ ପ୍ରାର୍ଥୀ କରାଯିବ ବୋଲି ଚର୍ଚ୍ଚା ହେଉଛି।

ବିଜେପି ସାମିଲ ହେବାପରେ ଖାରବେଳ ସ୍ୱାଇଁ କହିଛନ୍ତି,“ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଉତ୍ସାହିତ ହୋଇ ମୁଁ ବିଜେପିରେ ଯୋଗ ଦେଇଛି। କନ୍ଧମାଳ ଲୋକସଭା ଆସନରୁ ପ୍ରାର୍ଥୀ ହେବି।”

ସେ ଆହୁରି କହିଛନ୍ତି,“ ରାଜ୍ୟରେ ବିଜେଡି ସରକାର ଅପାରଗ, ଭ୍ରଷ୍ଟାଚାର। ନବୀନଙ୍କୁ ହଟାଇବା ଲକ୍ଷ୍ୟରେ ନିଜ ଇଛାରେ ବିଜେପିକୁ ଫେରିଛି। ଆସନ୍ତା ନିର୍ବାଚନ ପରେ ରାଜ୍ୟରେ ବିଜେପି ସରକାର କରିବ।”

ଗତକାଲି ପୂର୍ବତନ ପୁଲିସ ଡିଜି ପ୍ରକାଶ ମିଶ୍ର, ଜଳେଶ୍ୱରର ପୂର୍ବତନ ବିଧାୟକ ଦେବୀ ପ୍ରସନ୍ନ ଚାନ୍ଦ ସମେତ ଶତାଧିକ ନେତା ଓ କର୍ମୀ ବିଜେପିରେ ମିଶିଥିଲେ।ଦଳୀୟ ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ,ଡାକ୍ତର ଦାମୋଦର ରାଉତ ଓ ଅନ୍ୟମାନଙ୍କ ଉପସ୍ଥିତିରେ ଏହି ନେତା ଓ କର୍ମୀମାନେ ବିଜେପିରେ ସାମିଲ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story