ସାରା ରାଜ୍ୟରେ ଉତ୍କଳ ଦିବସର ଧୂମ

କଟକ: (ଓଡ଼ିଶା ରିପୋର୍ଟର): ଆଜି ଉତ୍କଳ ଦିବସ।  ଓଡ଼ିଶାର ଜନ୍ମଦିନ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ୮୨ ପୂର୍ତ୍ତି ଅବସରରେ ‌ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଭୁବନେଶ୍ୱର ଉତ୍କଳ ମଣ୍ଡପରେ ବାଚସ୍ପତି ପ୍ରଦୀପ ଅମାତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଉତ୍କଳର ବରପୁତ୍ରମାନଙ୍କ ସ୍ମୃତିଚାରଣ କରିଛନ୍ତି।

f-999

f-999

Rakesh Mallick
  • Published: Sunday, 01 April 2018
  • Updated: 01 April 2018, 09:19 PM IST

Sports

Latest News

କଟକ: (ଓଡ଼ିଶା ରିପୋର୍ଟର): ଆଜି ଉତ୍କଳ ଦିବସ।  ଓଡ଼ିଶାର ଜନ୍ମଦିନ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ୮୨ ପୂର୍ତ୍ତି ଅବସରରେ ‌ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଭୁବନେଶ୍ୱର ଉତ୍କଳ ମଣ୍ଡପରେ ବାଚସ୍ପତି ପ୍ରଦୀପ ଅମାତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଉତ୍କଳର ବରପୁତ୍ରମାନଙ୍କ ସ୍ମୃତିଚାରଣ କରିଛନ୍ତି।

https://youtu.be/JRz-z__bZgY

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos